ଏଣିକି ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ
ଭୁବନେଶ୍ୱର: ଏଣିକି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ ।
Powered by Froala Editor