ବାତ୍ୟା ମନ୍ଥା ହେଲାଣି ଆନ୍ଧ୍ରପ୍ରଦେଶ ମୁହାଁ
ଭୁବନେଶ୍ବର: ବଙ୍ଗୋପସଗାରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତର ରୂପ ନେବ । ୨୬ତାରିଖରେ ଗଭୀର ଅବପାତରେ ପରିଣତ ହେବା ପରେ ୨୭ତାରିଖରେ ବାତ୍ୟାରେ ପରିଣତ ହେବ । ହେଲେ ଏହି ବାତ୍ୟା ଓଡ଼ିଶାରେ କୌଣସି କ୍ଷତି ପହଞ୍ଚାଇବ ନାହିଁ । ବାତ୍ୟା ଆନ୍ଧ୍ରପ୍ରଦେଶ ମୁହାଁ ହେଉଥିବା ବେଳେ କେଉଁଠି ସ୍ଥଳଭାଗ ଛୁଇଁବ ତାହା ନେଇ ଆକଳନ କରାଯାଇନାହିଁ । ତେବେ ସମ୍ଭାବ୍ୟ ବାତ୍ୟର ନାଁ ‘ମନ୍ଥା’ ରଖାଯାଇଥିବା ବେଳେ ୨୭ତାରିଖ ସକାଳେ ଏହା ବାତ୍ୟାରେ ପରିଣତ ହେବ ।
Powered by Froala Editor