Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

ଖେଳ ଖବର
Home ›› ଖେଳ ଖବର ››ଆଇପିଏଲ ମ୍ୟାଚ ଦେଖିଲେ ଆଉ ଦରକାର ହେବନି କୋଭିଡ ରିପୋର୍ଟ

ଆଇପିଏଲ ମ୍ୟାଚ ଦେଖିଲେ ଆଉ ଦରକାର ହେବନି କୋଭିଡ ରିପୋର୍ଟ

2021-04-11 08:37:31
14039
Share:
Facebook
Twitter
E-Mail
WhatsApp
Telegram
ଆଇପିଏଲ ମ୍ୟାଚ ଦେଖିଲେ ଆଉ ଦରକାର ହେବନି କୋଭିଡ ରିପୋର୍ଟ
ମୁମ୍ବାଇ: ୨୪ ଘଣ୍ଟା ନ ପୁରୁଣୁ ତା’ର ଘୋଷିତ ନିଦେ୍ର୍ଧଶନାମାକୁ ପ୍ରତ୍ୟାହାର କରି ନେଇଛି ବିସିସିଆଇ । ଶୁକ୍ରବାର ବିସିସିଆଇ ଘୋଷଣା କରିଥିଲା ଯେ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ହେବାକୁ ଥିବା ଆଇପିଏଲ ମ୍ୟାଚ୍ ଦେଖିବା ପାଇଁ ଆରଟି-ପିସିଆର ନେଗେଟିଭ ରିପୋର୍ଟ ଆବଶ୍ୟକ । କେବଳ ବିସିସିଆଇର କର୍ମକର୍ତ୍ତା, ଆଇପିଏଲ ପରିଚାଳନା ପରିଷଦ (ଗଭର୍ଣ୍ଣିଂ କାଉନସିଲ)ର ସଦସ୍ୟ, ବିଭିନ୍ନ ରାଜ୍ୟ କି୍ରକେଟ ଆସୋସିଏସନର କର୍ମକର୍ତ୍ତା ଓ ପ୍ରାୟୋଜକଙ୍କ ପ୍ରତିନିଧି ୱାଙ୍ଖଡେ ଷ୍ଟାଡିୟମରେ ପ୍ରେସିଡେଣ୍ଟସର ବକ୍ସରେ ବସି ଖେଳ ଦେଖିପାରିବେ । ତେବେ ମ୍ୟାଚ ଦେଖିବାକୁ ଆସିବାକୁ ହେଲେ ଉପରୋକ୍ତ ଅଧିକାରୀ କୋଭିଡର ଆରଟି-ପିସିଆର ପରୀକ୍ଷା କରାଇବେ । ଏହାର ରିପୋର୍ଟ ଯଦି ନେଗେଟିଭ ଆସିବ ଏହାକୁ ସେମାନେ ୱାଙ୍ଖଡେ ଷ୍ଟାଡିୟମରେ ଫାଟକରେ ଦେଖାଇ ଭିତରେ ପ୍ରବେଶ କରିପାରିବେ । କାରଣ ମୁମ୍ବାଇ ସହରରେ ଦିନକୁ ଦିନ କରୋନାର ସ୍ଥିତି ଗୁରୁତର ହେବାରେ ଲାଗିଛି । ବିସିସିଆଇର ନିଦେ୍ର୍ଧଶନାମା ପରେ କିଛି ସଦସ୍ୟ ଅସନ୍ତୋଷ ବ୍ୟକ୍ତ କରିଥିଲେ । ଫଳରେ ଶନିବାର ବିସିସିଆଇ ଏହି ନିୟମକୁ ପ୍ରତ୍ୟାହାର କରିନେଇଛି । ବିସିସିଆଇ ଅଧିକାରୀ ଓ ସଦସ୍ୟଙ୍କୁ ଆଉ ୱାଙ୍ଖଡେ ଷ୍ଟାଡିୟମ ଫାଟକରେ ଆରଟି-ପିସିଆର ରିପୋର୍ଟ ଦେଖାଇବାକୁ ପଡ଼ିବ ନାହିଁ ।
Tags IPL

Related articles Odisha News Lens 4.1

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14834
    Jun 24, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13853
    Jun 24, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15395
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15259
    Jun 23, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14049
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13855
    Jun 24, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14834
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13485
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14658
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13485
    Jun 24, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14049
    Jun 24, 2025
  • ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14834
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14834
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13855
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15758
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15084
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15955
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13853
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14049
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13485
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In