Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

ରାଜ୍ୟ
Home ›› ରାଜ୍ୟ ›› ‘ମନ୍ଥା’: ଏହି ୮ଟି ଜିଲ୍ଲାରେ ବାତ୍ୟା ଭୟ

‘ମନ୍ଥା’: ଏହି ୮ଟି ଜିଲ୍ଲାରେ ବାତ୍ୟା ଭୟ

2025-10-27 07:12:46
13663
Share:
Facebook
Twitter
E-Mail
WhatsApp
Telegram
 ‘ମନ୍ଥା’: ଏହି ୮ଟି ଜିଲ୍ଲାରେ ବାତ୍ୟା ଭୟ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’ର ମୁକାବିଲା ପାଇଁ ଉଭୟ ସରକାର ଓ ଜନସାଧାରଣ ପ୍ରସ୍ତୁତି ଚଳାଇଛନ୍ତି। ବାତ୍ୟା ପରିପ୍ରେକ୍ଷୀରେ ରାଜ୍ୟ ସରକାର ବିଭିନ୍ନ ବିଭାଗକୁ ପ୍ରସ୍ତୁତ ରହିବା ପାଇଁ ନିର୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି)ଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଜଳ ସମ୍ପଦ ବିଭାଗ ୧୪ଟି ଜିଲାରେ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରି ସତର୍କ ଓ ପ୍ରସ୍ତୁତ ରହିବାକୁ କହିଛି। ୯ଟି ଜିଲା ପ୍ରଶାସନିକ କର୍ମଚାରୀଙ୍କ ଛୁଟି ବାତିଲ କରିଛି। କୋରାପୁଟ, ମାଲକାନଗିରି, ଗଞ୍ଜାମ ଏବଂ ଗଜପତି ଜିଲା ପ୍ରଶାସନ ୩୦ତାରିଖ ପର୍ଯ୍ୟନ୍ତ ଅଙ୍ଗନବାଡ଼ି, ବିଦ୍ୟାଳୟ ଛୁଟି ଘୋଷଣା ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିଛି। ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ଏନଡିଆରଏଫ, ଓଡ୍ରାଫ ଏବଂ ଅଗ୍ନିଶମ ଦଳ ନିୟୋଜିତ ହୋଇଥିବା ବେଳେ ସୋମବାର ସନ୍ଧ୍ୟା ୫ଟା ସୁଦ୍ଧା ସମ୍ବେଦନଶୀଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କାମ ଶେଷ କରିବା ପାଇଁ ଜିଲାପାଳମାନଙ୍କୁ ଏସ୍‌ଆରସି ନିର୍ଦେଶ ଦେଇଛନ୍ତି।

ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ପରିସ୍ଥିତି ସ୍ବାଭାବିକ ହେବା ଯାଏ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ତେବେ ରେଡ୍‌ ଜୋନରେ ଥିବା ୮ଟି ଜିଲାରେ
୨୮ ଏବଂ ୨୯ତାରିଖରେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବାକି ଜିଲାରେ ପରିସ୍ଥିତି ଦେଖି ଜିଲାପାଳ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ଉପରେ ନିଷ୍ପତ୍ତି ନେବେ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜିଲାପାଳମାନଙ୍କୁ କୁହାଯାଇଛି। ଏଥିସହ ସମ୍ପୃକ୍ତ ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ କରିବା ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ପ୍ରଭାବ ଅଧିକ ରହିବ। ଏହି ୮ଟି ଜିଲାକୁ ରେଡ୍‌ ଜୋନ୍‌ରେ ରଖାଯାଇଛି। ଏସବୁ ଜିଲାରେ ବାତ୍ୟା ଓ ବର୍ଷା ମୁକାବିଲା ପ୍ରସ୍ତୁତି ଜାରି ରହିଛି। ସେହିପରି ଅନ୍ୟ ଜିଲାରେ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲାକୁ ସତର୍କ କରାଯାଇଛି। ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ବିଭାଗ ସହ ଆଲୋଚନା କରାଯାଇଛି। ଆବଶ୍ୟକ ପଡ଼ିଲେ ପଡ଼ୋଶୀ ଜିଲାକୁ ସହାୟତା କରିବା ପାଇଁ ଜିଲାପାଳଙ୍କୁ ନିର୍ଦେଶ ଦିଆଯାଇଛି। ଗଜପତି ଜିଲାରେ ଭୂସ୍ଖଳନର ଆଶଙ୍କା ଥିବାରୁ ସେଠାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀକୁ ଆଗୁଆ ମୁତୟନ କରାଯାଇଛି। ଆବଶ୍ୟକ ପଡ଼ିଲେ ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଉଦ୍ଧାକରକାରୀ ଦଳ ପଠାଯିବ। ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ଶକ୍ତି ବିଭାଗ ସହ ଆଲୋଚନା ହୋଇଛି। ଡାକ୍ତରଖାନା, ଜରୁରୀ ସେବା, ପାନୀୟ ଜଳ ଯୋଗାଇଦେବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇଛି। ବୟସ୍କ, ଶିଶୁଙ୍କୁ ଆଗୁଆ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଆସନ୍ନ ପ୍ରସବାଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଯିବାର ବ୍ୟବସ୍ଥା ହୋଇଛି। ବର୍ତ୍ତମାନ ସୁଦ୍ଧା ୧୨୮ଟି ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଦଳଗୁଡ଼ିକୁ ୮ଟି ଜିଲାରେ ମୁତୟନ କରାଯାଇଛି। ପୁରୀ ଓ ଖୋର୍ଦ୍ଧା ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

Powered by Froala Editor

Tags Cyclone

Related articles Odisha News Lens 4.1

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14835
    Apr 20, 2026
  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15402
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15477
    Apr 20, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14310
    Apr 20, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13887
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13445
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13442
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14493
    Apr 20, 2026
  • ଖାଇକୁ ଖସିଲା ବସ୍, ୧୫ ମୃତ
    ଦେଶ-ଦେଶାନ୍ତର

    ଖାଇକୁ ଖସିଲା ବସ୍, ୧୫ ମୃତ

    14078
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15402
    Apr 20, 2026
  • ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13445
    Apr 20, 2026
  • ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13442
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17426
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17480
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17837
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16308
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13445
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16126
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15822
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16178
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14798
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15344
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15076
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15577
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13874
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13887
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14493
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13445
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In