Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକାରେ

ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକାରେ

2025-10-27 07:22:44
14251
Share:
Facebook
Twitter
E-Mail
WhatsApp
Telegram
ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକାରେ

ପାକିସ୍ତାନ ହିନ୍ଦୀ ଚଳଚ୍ଚିତ୍ର ସୁପରଷ୍ଟାର ସଲମାନ ଖାନଙ୍କୁ ଆତଙ୍କବାଦୀ ୱାଚଲିଷ୍ଟରେ ରଖିଛି। ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ ସ୍ଥିତିରେ ପକାଇଛି। ଉତ୍ସବରେ ବେଲୁଚିସ୍ତାନକୁ ସ୍ବତନ୍ତ୍ର ରାଷ୍ଟ୍ର ବୋଲି ଉଲ୍ଲେଖ କରିଥିବାରୁ ପାକିସ୍ତାନ ସରକାର ସଲମାନଙ୍କ ଉପରେ ଏକପ୍ରକାର ଖପ୍ପା ହୋଇପଡିଛନ୍ତି। ପାକ୍‌ ସରକାରଙ୍କ ପକ୍ଷରୁ ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକା (ଟେରର ୱାଚ୍‌ଲିଷ୍ଟ)ରେ ରଖାଯାଇଛି।

ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ସଲମାନ ଖାନଙ୍କୁ ଦେଶର ଆତଙ୍କବାଦ ବିରୋଧୀ ଆଇନ (୧୯୯୭) ଅଧୀନରେ ଚତୁର୍ଥ ସୂଚୀରେ ସାମିଲ କରିଥିବା ଜଣାପଡ଼ିଛି। ଏହି ତାଲିକାରେ ସାଧାରଣତଃ ଉଗ୍ରବାଦୀ ସଂଗଠନ କିମ୍ବା କାର୍ଯ୍ୟକଳାପ ସହିତ ଲିଙ୍କ୍ ଥିବା ସନ୍ଦେହ କରାଯାଉଥିବା ବ୍ୟକ୍ତିମାନଙ୍କୁ ଅନ୍ତର୍ଭୁକ୍ତ କରାଯାଏ। ଏହି ତାଲିକାରେ ଥିବା ବ୍ୟକ୍ତିମାନେ ତୀକ୍ଷ୍ନ ନଜରରେ ରହିବା ସହ ସମ୍ଭାବ୍ୟ ଆଇନଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୁଅନ୍ତି।

ସଲମାନ ତାଙ୍କ ଭାଷଣରେ କହିଥିଲେ ଯେ ଯଦି ଆପଣ ଏକ ହିନ୍ଦୀ ଚଳଚ୍ଚିତ୍ର ନିର୍ମାଣ କରି ଏହାକୁ ସାଉଦି ଆରବରେ ମୁକ୍ତିଲାଭ କରାଇବେ, ତେବେ ଏହା ସୁପରହିଟ୍‌ ହେବ। ଯଦି ଆପଣ ତାମିଲ, ତେଲୁଗୁ କିମ୍ବା ମାଲାୟଲି ଚଳଚ୍ଚିତ୍ର ନିର୍ମାଣ କରି ମୁକ୍ତିଲାଭ କରାଇବେ, ତେବେ ଏହା କୋଟି କୋଟି ଟଙ୍କାର ରାଜସ୍ବ ଆଦାୟ କରିବ; କାରଣ ପାକିସ୍ତାନ, ଆଫ୍‌ଗାନିସ୍ତାନ ଏବଂ ବେଲୁଚିସ୍ତାନ ଭଳି ଦେଶର ଲୋକ ସାଉଦି ଆରବରେ ବାସ କରୁଛନ୍ତି। ବେଲୁଚିସ୍ତାନ ପାକିସ୍ତାନର ଏକ ପ୍ରଦେଶ ହୋଇଥିବାବେଳେ ଏହାକୁ ସ୍ବତନ୍ତ୍ର ରାଷ୍ଟ୍ର ବୋଲି କହିବା ନିଶ୍ଚିତଭାବେ ବିବାଦୀୟ। ଏହି ପରିପ୍ରେକ୍ଷୀରେ ପାକିସ୍ତାନ ସରକାର ଆତଙ୍କବାଦ ନିରୋଧ ଆଇନ ୧୯୯୭ର ୪ର୍ଥ ଅନୁଚ୍ଛେଦରେ ସଲମାନଙ୍କୁ ସାମିଲ କରିଛନ୍ତି। 


Powered by Froala Editor

Tags salman

Related articles Odisha News Lens 4.1

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14347
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14139
    Aug 24, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15140
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13404
    Aug 25, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13752
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14157
    Aug 24, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15585
    Aug 25, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    14034
    Aug 24, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15035
    Aug 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13404
    Aug 25, 2026
  • ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    14034
    Aug 24, 2026
  • ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15035
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17051
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17680
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18120
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15083
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15563
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16094
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14010
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15034
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15974
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14009
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14274
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14399
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14157
    Aug 24, 2026
  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15035
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14139
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In