Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

Home ›› ››ଆଜି ମନ୍ଥା’ କରିବ ଲ୍ୟାଣ୍ଡଫଲ୍‌, କେତେବେଳେ ଜାଣନ୍ତୁ.....

ଆଜି ମନ୍ଥା’ କରିବ ଲ୍ୟାଣ୍ଡଫଲ୍‌, କେତେବେଳେ ଜାଣନ୍ତୁ.....

2025-10-28 06:22:46
15143
Share:
Facebook
Twitter
E-Mail
WhatsApp
Telegram
ଆଜି ମନ୍ଥା’ କରିବ ଲ୍ୟାଣ୍ଡଫଲ୍‌, କେତେବେଳେ ଜାଣନ୍ତୁ.....

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ସକାଳେ ସାମୁଦ୍ରିକ ଝଡ଼ ‘ମନ୍ଥା’ରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଗତ ୬ଘଣ୍ଟା ଧରି ସମୁଦ୍ରରେ ଏହା ଘଣ୍ଟା ପ୍ରତି ୧୭କି.ମି. ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରୁଛି।  ଆଜି ସନ୍ଧ୍ୟା କିମ୍ବା ରାତି(ପ୍ରାୟତଃ ଅପରାହ୍ଣ ସାଢ଼େ ୪ଟାରୁ ରାତି ୧୧ଟା) ମଧ୍ୟରେ ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍‌ ଏବଂ କଳିଙ୍ଗପଟ୍ଟନମ୍ ମଧ୍ୟରେ କାକିନାଡ଼ା ନିକଟବର୍ତ୍ତୀ କୌଣସି ଜାଗାରେ ‘ମନ୍ଥା’ ଉପକୂଳ ଅତିକ୍ରମ କରିବ। ‘ମନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବା ପରେ ଓଡ଼ିଶା ଆଡ଼କୁ ମୁହଁାଇବ। ମାଲକାନଗିରି, କୋରାପୁଟ, ଗଜପତି ଏବଂ ରାୟଗଡ଼ା ଜିଲା ଦେଇ ଦକ୍ଷିଣ ଛତିଶଗଡ଼ ଆଡ଼କୁ ଗତି କରିବ। ଓଡ଼ିଶାରେ ବାତ୍ୟାର ସର୍ବାଧିକ ପ୍ରଭାବ ପ୍ରାୟ ୮ଟି ଜିଲାରେ ପଡ଼ିବାକୁ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି।

‘ମନ୍ଥା’ ସମୁଦ୍ର ଭିତରେ ଥିଲେ ବି ପୁଡୁଚେରୀ, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାରେ ପ୍ରଭାବ ପକାଇଲାଣି। ଭୁବନେଶ୍ବର, କଟକ, ପାରାଦ୍ବୀପ, ଗୋପାଳପୁର, କୋରାପୁଟ, ଗଜପତି, ମାଲକାନଗିରି, ରାୟଗଡ଼ା ଆଦି ଜିଲା ଗୁଡ଼ିକରେ ତୁହାକୁ ତୁହା ପବନ ସାଙ୍ଗକୁ ବର୍ଷାର ପ୍ରକୋପ କିଛି ମାତ୍ରାରେ ଆରମ୍ଭ ହୋଇଛି। ବାତ୍ୟା ଉପକୂଳ ଆଡ଼କୁ ମାଡ଼ି ଆସୁଥିବାରୁ ସମୁଦ୍ର ଅଶାନ୍ତ ହେବା ସହ କେତେକ ସ୍ଥାନରେ ଉଚ୍ଚ ଜୁଆର ଉଠିଲାଣି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୁଲେଟିନ୍ ରିପୋର୍ଟ ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାତ୍ୟା କେନ୍ଦ୍ରୀଭୂତ ହୋଇଥିଲା। ପୂର୍ବ-ଦକ୍ଷିଣ-ପୂର୍ବରେ ଚେନ୍ନଇ(ତାମିଲନାଡୁ)ରୁ ପ୍ରାୟ ୪୪୦କି.ମି. ଦୂରରେ ଥିବାବେଳେ ଦକ୍ଷିଣ-ଦକ୍ଷିଣ-ପୂର୍ବରେ କାକିନାଡ଼ା(ଆନ୍ଧ୍ରପ୍ରଦେଶ)ରୁ ୪୯୦ କି.ମି., ଦକ୍ଷିଣ-ଦକ୍ଷିଣ-ପୂର୍ବରେ ବିଶାଖାପାଟଣା(ଆନ୍ଧ୍ରପ୍ରଦେଶ)ରୁ ୫୩୦କି.ମି., ଦକ୍ଷିଣରେ ଗୋପାଳପୁର(ଓଡ଼ିଶା)ରୁ ୭୧୦କି.ମି. ଦୂରରେ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ସ୍ଥଳଭାଗ ଛୁଇଁବା ବେଳେ ଆନ୍ଧ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୧୦କି.ମି. ଛୁଇଁପାରେ। ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଧୀରେ ଧୀରେ ଦୁର୍ବଳ ହେବ।

Powered by Froala Editor

Tags Cyclone

Related articles Odisha News Lens 4.1

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13879
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ
    ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15475
    Jul 06, 2026
  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...
    ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...

    14058
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15489
    Jul 06, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15148
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14117
    Jul 06, 2026
  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର
    ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14753
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13811
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13923
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13879
    Jul 06, 2026
  • ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15148
    Jul 06, 2026
  • ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15489
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16966
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17577
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17631
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18029
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15271
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15280
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15180
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14605
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14369
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15832
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15701
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13805
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14916
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15475
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13923
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15489
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In