Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

Home ›› ››ଅରୁଣାଚଳ ପ୍ରଦେଶ ସୀମାରେ ଆଉ ଏକ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ଅରୁଣାଚଳ ପ୍ରଦେଶ ସୀମାରେ ଆଉ ଏକ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

2025-10-28 10:56:17
15214
Share:
Facebook
Twitter
E-Mail
WhatsApp
Telegram
ଅରୁଣାଚଳ ପ୍ରଦେଶ ସୀମାରେ ଆଉ ଏକ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ନୂଆଦିଲ୍ଲୀ: ଯେତେ ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲେ ସୁଦ୍ଧା ଭାରତ ସହ ଚୀନ୍‌ର ସୀମା ବିବାଦ ତୁଟିପାରୁ ନାହିଁ। ଭାରତ ସହ ସମ୍ପର୍କ ଉନ୍ନତ କରିବାକୁ ଚୀନ୍‌ ଉପରଠାଉରିଆ ପ୍ରତିଶ୍ରୁତି ଦେଉଥିଲେ ସୁଦ୍ଧା ବାସ୍ତବ ସ୍ଥିତି କିନ୍ତୁ ଭିନ୍ନ କାହାଣୀ ବର୍ଣ୍ଣନା କରୁଛି। ଚୀନ ଇତିମଧ୍ୟରେ ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଆଉ ଏକ ବାୟୁସେନା ଘାଟି ନିର୍ମାଣ କରିଥିବା ଉପଗ୍ରହ ଚିତ୍ରରୁ ପ୍ରମାଣ ମିଳିଛି। ଏହି ଘାଟିରେ ୩୬ଟି ଲଢୁଆ ବିମାନ ରହିବା ଭଳି ହ୍ୟାଙ୍ଗର ବ୍ୟବସ୍ଥା କରାଯାଇଛି। ଅରୁଣାଚଳର ତାୱାଙ୍ଗ ସହରଠାରୁ ମାତ୍ର ୧୦୭ କିମି ଦୂର ତିବ୍ବତର ଲୁନ୍‌ଝେ ପ୍ରଦେଶରେ ଏହି ବାୟୁସେନା ଘାଟି ନିର୍ମାଣ କରାଯାଇଥିବା ପ୍ରକାଶ। ଏହି ଘାଟିରେ ଲଢୁଆ ବିମାନ ମୁତୟନ ବ୍ୟବସ୍ଥା କରାଯାଇଥିବାବେଳେ ଏକ ପ୍ରଶାସନିକ ବ୍ଲକ ମଧ୍ୟ ନିର୍ମାଣ କରାଯାଇଛି।

ଏହି ଘାଟିରୁ ଡ୍ରୋନ ଆକ୍ରମଣର ବ୍ୟବସ୍ଥା ମଧ୍ୟ ରହିଛି। ଏହି ଘାଟି କାର୍ଯ୍ୟକ୍ଷମ ହେବାଫଳରେ ଭାରତ ଅସୁବିଧା ସ୍ଥିତିରେ ପହଞ୍ଚିଛି। ଯୁଦ୍ଧ ପରିସ୍ଥିତିରେ ଏହି ଘାଟିରୁ ଚୀନ୍‌ର ଲଢୁଆ ବିମାନ, ହେଲିକପ୍ଟର ଓ ଡ୍ରୋନଗୁଡିକ ଭାରତର ବିଭିନ୍ନ ସ୍ଥାନ ଉପରେ ସହଜରେ ଆକ୍ରମଣ କରିପାରିବ। ଏହାର ମୁକାବିଲା କରିବା ପାଇଁ ଉତ୍ତର-ପୂର୍ବ ରାଜ୍ୟ ଯଥା ଆସାମ ଓ ଅରୁଣାଚଳ ପ୍ରଦେଶରେ ଥିବା ଭାରତର ବାୟୁସେନା ଘାଟି ସମୟ ପାଇବ ନାହିଁ ବୋଲି ପ୍ରତିରକ୍ଷା ବିଶେଜ୍ଞେମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଯଦି ଆଗାମୀ ଦିନରେ ଭାରତ-ଚୀନ ଯୁଦ୍ଧ ଲାଗେ, ତେବେ ଚୀନ୍‌ ସେନାକୁ ସହଯୋଗ କରିବାକୁ ଲୁନ୍‌ଝେ ବାୟୁସେନା ଘାଟି ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଭାରତୀୟ ବାୟୁସେନାର ପୂର୍ବତନ ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ବି.ଏସ.ଧାନୋଆ କହିଛନ୍ତି। 

Powered by Froala Editor

Tags Chin

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13681
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15610
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14019
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13979
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14817
    Jun 24, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15053
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14876
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15102
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15743
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14817
    Jun 24, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14868
    Jun 22, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13979
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14817
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14989
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14855
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15615
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14477
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13681
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15053
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13979
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In