Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

Home ›› ››ଦିଲ୍ଲୀ ଆକାଶରେ କ୍ଲାଉଡ୍ ସିଡିଂ

ଦିଲ୍ଲୀ ଆକାଶରେ କ୍ଲାଉଡ୍ ସିଡିଂ

2025-10-28 20:28:17
15417
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀ ଆକାଶରେ କ୍ଲାଉଡ୍ ସିଡିଂ

ଦୀପାବଳି ପରେ ଭୟଙ୍କର ବାୟୁ ପ୍ରଦୁଷଣର ସମ୍ମୁଖୀନ ଦିଲ୍ଲୀରେ ହେବ କୃତିମ ବର୍ଷା । ଦିଲ୍ଲୀରେ ମଙ୍ଗଳବାର କ୍ଲାଉଡ୍‌ ସିଡିଂର ଦ୍ୱିତୀୟ ଟ୍ରାଏଲ ପୂରା କରି ଯାଇଛି। ଦିଲ୍ଲୀର ପରିବେଶ ମନ୍ତ୍ରୀ ଟ୍ରାଏଲ ପରେ ଚାରି ଘଣ୍ଟା ଭିତରେ ବର୍ଷାର ସମ୍ଭାବନା ନେଇ ସୂଚନା ଦେଇଛନ୍ତି। ଏହି ମଧ୍ୟରେ ଏହାର ଭିଡ଼ିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ ଦେଖିବାକୁ ମିଳୁଛି ଯେ, କେଉଁ ପ୍ରକାରରେ ବିମାନର ୱିଙ୍ଗରେ ଲାଗିଥିବା ଉପକରଣରେ ରାସାୟନିକ ଛିଞ୍ଚନ କରି ବାଦଲକୁ ବର୍ଷିବାକୁ ବାଧ୍ୟ କରାଯାଉଛି।

ଚାରି ଦିନ ଧରି ପାଇଲଟମାନେ ମେରଠରୁ ବିମାନ ଉଡ଼ାଇ ଦିଲ୍ଲୀର ନିର୍ଦ୍ଦିଷ୍ଟ ଅଞ୍ଚଳରେ ଅଭ୍ୟାସ କରୁଥିଲେ । ପାଇଲଟମାନେ ଯେଉଁଠାରେ କ୍ଲାଉଡ୍ ସିଡିଂ କିମ୍ବା ବ୍ଲାଷ୍ଟିଂ କରାଯିବ ସେହି ଉଚ୍ଚତାକୁ ବିମାନ ନେଇ ଅଭ୍ୟାସ କରୁଥିଲେ । କ୍ଲାଉଡ୍‌ ସିଡିଂ ଟେକନିକ୍‌ ଅନୁସାରେ , ସେସନା ବିମାନର ଉଭୟ ଡେଣା ତଳେ ଆଠରୁ ଦଶ ପକେଟ୍‌ ଲଗାଯାଇଛି। ଏହି ବ୍ୟାଗ୍‌ ଗୁଡ଼ିକରେ ରାସାୟନିକ ସାମଗ୍ରୀ (ସିଡିଂ ସାମଗ୍ରୀ) ଜମା ଅଛି। ବର୍ଷା ଆରମ୍ଭ କରିବା ପାଇଁ , ଏହି ରାସାୟନିକକୁ ପଦାର୍ଥକୁ କକପିଟ୍‌ରୁ ନିୟନ୍ତ୍ରିତ କରି ବାଦଲ ତଳେ ମୁକ୍ତ କରାଯିବା ସହ ବିସ୍ଫୋରଣ କରାଯିବ, ଯେଉଁଥିରେ ବର୍ଷା ଆରମ୍ଭ ହୋଇ ପାରେ।

ଦିଲ୍ଲୀର ପରିବେଶ ମନ୍ତ୍ରୀ ମନଜିନ୍ଦର ସିଂହ ସିରସା କହିଛନ୍ତି ଯେ, ତାଙ୍କ ସରକାର ଆଇଆଇଟି-କାନପୁରର ସହଯୋଗରେ ଦିଲ୍ଲୀର କିଛି ଭାଗରେ କୃତ୍ରିମ ବର୍ଷାର ଟ୍ରାଏଲ କରିଥିଲା ଏବଂ ଆଗାମୀ କିଛି ଦିନରେ ଏହିପରି ଆହୁରି ଟ୍ରାଏଲ କରାଯିବାର ଯୋଜନା ଅଛି। ଅଧିକାରୀମାନେ କହିଛନ୍ତି ଯେ, କୃତ୍ରିମ ବର୍ଷା ପାଇଁ ବିମାନ କାନପୁରରୁ ଦିଲ୍ଲୀ ପାଇଁ ଉଡ଼ାଣ ଭରିଥିଲା ଏବଂ ମିରଟର ବିମାନ ବନ୍ଦରରେ ଅବତରଣ ପୂର୍ବରୁ ବୁରାଡି, ଉତ୍ତରୀ କରୋଲ ବାଗ ଓ ମୟୁର ବିହାର ଭଳି କ୍ଷେତ୍ରରେ ବାଦଲ ନିକଟକୁ ଯାଇ ରାସାୟନିକ ପଦାର୍ଥକୁ ଛିଞ୍ଚନ କରାଯାଇଛି। 

Powered by Froala Editor

Tags cloud

Related articles Odisha News Lens 4.1

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15376
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14432
    Apr 11, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15460
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15273
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14944
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14160
    Apr 11, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15280
    Apr 11, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15200
    Apr 11, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14855
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15280
    Apr 11, 2026
  • ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15200
    Apr 11, 2026
  • ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14944
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14160
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15410
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14266
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14585
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15745
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14486
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15280
    Apr 11, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15376
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In