ବିହାର ବିଧାନସଭା ନିର୍ବାଚନ ପ୍ରଚାର ଆରମ୍ଭ କଲେ ରାହୁଲ
ବିହାର: ମୁଜାଫରପୁରରେ ତେଜସ୍ୱୀ ଯାଦବଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ରାହୁଲ ଗାନ୍ଧୀ ମୁଜାଫରପୁରରେ ଏକ ସାଧାରଣ ସଭା ସହିତ ବିହାର ବିଧାନସଭା ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହିତ ମହାଗଠବନ୍ଧନର ପ୍ରମୁଖ ଚେହେରା ତଥା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଆର୍ଜେଡ଼ି ନେତା ତେଜସ୍ୱୀ ଯାଦବ ମଧ୍ୟ ଯୋଗ ଦେଇଥିଲେ। ପ୍ରତ୍ୟେକ ପରିବାର ପାଇଁ ସରକାରୀ ଚାକିରି ଏବଂ ସଂରକ୍ଷଣ ଉପରେ ୫୦ ପ୍ରତିଶତ ସୀମା ହଟାଇବା ପ୍ରତିଶ୍ରୁତି ରଖିଥିଲେ ରାହୁଲ ।
Powered by Froala Editor