ଅପରେସନ ସିନ୍ଦୂରରେ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ।
Powered by Froala Editor