Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ମେଲିସା’, ୭ ମୃତ

ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ମେଲିସା’, ୭ ମୃତ

2025-10-30 10:42:46
14828
Share:
Facebook
Twitter
E-Mail
WhatsApp
Telegram
ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ମେଲିସା’, ୭ ମୃତ

ନୂଆଦିଲ୍ଲୀ: କ୍ୟାରିବିୟାନ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ମେଲିସା’ ମଙ୍ଗଳବାର ଜାମାଇକାରେ ଲ୍ୟାଣ୍ଡଫଲ କରିଛି। ଏହି ବାତ୍ୟାରେ ୭ ଜଣ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ସ୍ଥଳଭାଗ ଛୁଇଁବା ପରେ ଘଣ୍ଟାକୁ ପ୍ରାୟ ୨୯୫ କିମି ବେଗରେ ପବନ ବହିଥିଲା। ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଥିବାରୁ ଯାତାୟାତ ଓ ବିଜୁଳି ସରବରାହ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଏହି ବାତ୍ୟାକୁ ୫ ନମ୍ବର କ୍ୟାଟେଗୋରୀରେ ସାମିଲ କରାଯାଇଛି। ପୂର୍ବରୁ ସତର୍କତା ଜାରି କରାଯାଇଥିବା ସତ୍ତ୍ବେ ସମୁଦ୍ରକୂଳରେ ବାସ କରୁଥିବା ଲୋକେ ଘର ଛାଡି ନିରାପଦ ସ୍ଥାନକୁ ଯାଇନଥିଲେ। ଫଳରେ ସେମାନଙ୍କୁ ବାତ୍ୟାର ପ୍ରକୋପ ଭୋଗିବାକୁ ପଡିଛି।

ବ୍ଲାକ ରିଭର ହସ୍ପିଟାଲ ଜଳମଗ୍ନ ହୋଇପଡିଥିବାବେଳେ ୭୫ ଜଣ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ସରକାରଙ୍କ ପକ୍ଷରୁ ୮୦୦ ବାତ୍ୟା ଆଶ୍ରୟସ୍ଥଳ ଖୋଲାଯାଇଛି। ସେଠାରେ ପ୍ରାୟ ୧୫ ହଜାରରୁ ଅଧିକ ଲୋକଙ୍କୁ ଥଇଥାନ କରାଯାଇଛି। ବାତ୍ୟା ଯୋଗୁଁ ଜାମାଇକା ବିମାନବନ୍ଦରକୁ ବନ୍ଦ ରଖାଯାଇଛି। 

Powered by Froala Editor

Tags Cyclone

Related articles Odisha News Lens 4.1

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13669
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13766
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15554
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14331
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14528
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14415
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13498
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14761
    Mar 15, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13742
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14331
    Mar 14, 2026
  • ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13766
    Mar 14, 2026
  • ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14761
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13927
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13908
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14481
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15097
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14852
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14331
    Mar 14, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14091
    Mar 15, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13669
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In