Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ବିଶେଷ
Home ›› ବିଶେଷ ››ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହୁଏ ଲିଭର ସମସ୍ୟା

ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହୁଏ ଲିଭର ସମସ୍ୟା

2025-10-31 14:26:47
16518
Share:
Facebook
Twitter
E-Mail
WhatsApp
Telegram
ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହୁଏ ଲିଭର ସମସ୍ୟା

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ଏବଂ ସୋଡିୟମ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର ହେବା ସହିତ ଫ୍ଲୁ’ ରୁ ମୁକ୍ତି ମିଳିଥାଏ । ଏନେଇ ଆମେରିକା ଓହିଓ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗୁଡ଼ପାଣି ରକ୍ତ ସଫା କରିବାରେ ସହାୟକ ହୋଇଥାଏ। ଶରୀରରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଲାଗି ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ।  ମହିଳାଙ୍କଠାରେ ଦେଖାଦେଉଥିବା ବିଭିନ୍ନ ଋତୁସ୍ରାବ ସମସ୍ୟା ନିୟମିତ ଗୁଡ଼ପାଣି ପିଇଲେ ଦୂର ହୋଇଥାଏ। ଏହା ରକ୍ତହୀନତା ରୋଗରୁ ମୁକ୍ତି ଦିଏ ତଥା ପେଟକୁ ଥଣ୍ଡା ରଖିବାରେ ହୋଇଥାଏ ସହାୟକ। ବିଭିନ୍ନ ଆଣ୍ଠୁଗଣ୍ଠି ସମସ୍ୟାରୁ ଏହା ମୁକ୍ତି ଦେଇଥାଏ ବୋଲି ରିପୋର୍ଟରେ କୁହାଯାଇଛି।

Powered by Froala Editor

Tags Jaggery water

Related articles Odisha News Lens 4.1

  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14261
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13517
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13743
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14568
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14193
    Nov 17, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15491
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14206
    Nov 17, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    13949
    Nov 17, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15202
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14568
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14261
    Nov 18, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14193
    Nov 17, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16950
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17295
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15767
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14206
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16027
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15141
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14419
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15279
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14721
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14310
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13956
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15027
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14193
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14771
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13743
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In