ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ନୂଆ ହିତାଧିକାରୀଙ୍କ ପାଇଁ ଏହି ଘୋଷଣା କରିଛନ୍ତି ଶ୍ରୀମତି ପରିଡ଼ା । ଘୋଷଣା ଅନୁସାରେ ନୂଆ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ମହିଳା ଦିବସରେ ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ଆଜିଠୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ୨୧ବର୍ଷ ହୋଇିଥିବା ଯୁବତୀ ଏବଂ ପୂର୍ବରୁ ଯେଉଁମାନ ବାଦ ପଡିଥିଲେ ସେମାନେ ମଧ୍ୟ ଆବେଦନ କରିପାରିବେ ।
Powered by Froala Editor