Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୨୪ ଘଣ୍ଟାରେ ୨୦୮୫ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୨୦୮୫ ସଂକ୍ରମିତ ଚିହ୍ନଟ

2021-07-20 04:29:16
14942
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୨୪ ଘଣ୍ଟାରେ ୨୦୮୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୨୦୮୫ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୧୧୯୮ ଏବଂ ସ୍ଥାନୀୟ ସଂକ୍ରମିତ ୮୮୭ ଜଣଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଦିନକରେ ଖୋର୍ଦ୍ଧାରୁ ସର୍ବାଧିକ ୫୨୮ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭୩, ବାଲେଶ୍ୱର ୧୧୩, ବରଗଡ ୧୫, ଭଦ୍ରକ ୧୭୩, ବଲାଙ୍ଗିର ୭ ଓ ବଉଦ ଜିଲାରୁ ୩ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକ ଜିଲାରୁ ୨୧୦, ଦେବଗଡ ୪, ଢେଙ୍କାନାଳ ୪୧, ଗଜପତି ୧୯, ଗଞ୍ଜାମ ୧୪, ଜଗତସିଂହପୁର ୧୩୨, ଝାରସୁଗୁଡା ୧୦, କନ୍ଧମାଳ ୧୮, କେନ୍ଦ୍ରାପଡା ୯୪, କେନ୍ଦୁଝର ୨୪, କୋରାପୁଟରୁ ୧୬ ଚିହ୍ନଟ ହୋଇଛନ୍ତି।

ମାଲକାନଗିରିରୁ ୧୯, ମୟୁରଭଞ୍ଜ ୮୪, ନବରଙ୍ଗପୁର ୧୮, ନୟାଗଡ ୬୦, ନୂଆପଡା ୫, ପୁରୀ ୧୦୬, ରାୟଗଡା ୧୪, ସମ୍ବଲପୁର ୩୬, ସୋନପୁର ୪, ସୁନ୍ଦରଗଡ ୨୫ ଏବଂ ଷ୍ଟେଟପୁଲରୁ ୧୧୦ ଚିହ୍ନଟ ହୋଇଛନ୍ତି। ଦିନକରେ ୨୨୪୮ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୯୩୨୬୬୬ ଜଣ ଆରୋଗ୍ୟଲାଭ କରିସାରିଛନ୍ତି। ସଂପ୍ରତି ରାଜ୍ୟରେ ୨୦୧୬୮ ଜଣ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି।

Powered by Froala Editor

Tags Corona

Related articles Odisha News Lens 4.1

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14954
    Aug 01, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13503
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13972
    Aug 01, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14520
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14630
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15331
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13494
    Aug 02, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14240
    Jul 31, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14774
    Aug 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15331
    Aug 01, 2026
  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14240
    Jul 31, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14774
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17671
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15577
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14520
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14378
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16000
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15886
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14240
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15577
    Aug 02, 2026
  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13503
    Aug 02, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14774
    Aug 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In