Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜନୀତି
Home ›› ରାଜନୀତି ››ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି

ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି

2021-07-20 04:29:35
13899
Share:
Facebook
Twitter
E-Mail
WhatsApp
Telegram
ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି
ଭୁବନେଶ୍ୱର - ଏଆଇସିସି ପକ୍ଷରୁ ଆଜି ପ୍ରଦେଶ ଗଣମାଧ୍ୟମ ବିଭାଗର କମିଟି ଘୋଷଣା ହୋଇଛି।କମିଟିର ଅଧ୍ୟକ୍ଷ  ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ରହିଥିବା ବେଳେ ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକଙ୍କୁ ଆବାହକ ଏବଂ ଉକ୍ତ କମିଟିରେ ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ସୁରେଶ କୁମାର ରାଉତରାୟଙ୍କ ସମେତ ୨୦ ଜଣ ସଦସ୍ୟ ଅଛନ୍ତି।ସେହିପରି ସାମ୍ୱାଦିକ ଦୀପକ କୁମାର ମହାପାତ୍ରଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦାଇତ୍ୱ ମିଳିଛି।
   
୨୦୧୯ ନିର୍ବାଚନ ପରେ ଆଜି ପୁନର୍ବାର ନୂତନ ଗଣମାଧ୍ୟମ ଓ ଯୋଗାଯୋଗ କମିଟି ଗଠିତ ହୋଇଛି। ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଯୁକ୍ତ ନିରଞ୍ଜନ ପଟ୍ଟନାୟକ ଙ୍କ ପ୍ରସ୍ତାବ କ୍ରମେ ଅଖିଳ ଭାରତ କଂଗ୍ରେସ କମିଟି ଅଧକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ମୋହର ମାରିବା ପରେ ଆଜି ଏ ନେଇ ଏଆଇସିସି ପକ୍ଷରୁ ଏଆଇସିସି ସାଧାରଣ ସମ୍ପାଦକ ତଥା ସାଂସଦ କେ ସି ଭେନୁଗୋପାଲଙ୍କ  ଦସ୍ତଖତ ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି କମିଟିରେ ଅନ୍ୟ ମାନଙ୍କ ମଧ୍ୟରେ ବିଧାୟକ ଅଧିରାଜ ପାଣିଗ୍ରାହୀ, ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ,ମନୋରଂଜନ ଦାଶ, ଦେବାଶିଷ ପଟ୍ଟନାୟକ, ଅମୀୟ ପାଣ୍ଡବ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ମନୋଜ ମହାପାତ୍ର, ଜ୍ଞାନଦେବ ବେଉରା, ପ୍ରଶାନ୍ତ ଶତପଥି, ସୁଦର୍ଶନ ଦାସ, ବିନାୟକ ଦାସମହାପାତ୍ର, ଡକ୍ଟର ହମିଦ ହୁସେନ୍, ସସ୍ମିତା ବେହେରା, ଡକ୍ଟର ଗୋବିନ୍ଦ ଚନ୍ଦ୍ର ଭୁଇଁଆ, ପଦ୍ମାକର ଗୁରୁ, ଶୁଭଶ୍ରୀ ପଣ୍ଡା, ରଜନୀ ମହାନ୍ତି, ନିଶିକାନ୍ତ ମିଶ୍ର ସଦସ୍ୟ ରହିଛନ୍ତି ।




Attachments area





Powered by Froala Editor

Tags congress , inc , Odisha ,

Related articles Odisha News Lens 4.1

  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13646
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13581
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14213
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14037
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14288
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13958
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14937
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14152
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15292
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13646
    Jun 24, 2025
  • ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14937
    Jun 24, 2025
  • ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ଯୁବତୀ

    14288
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14937
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13958
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15855
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15180
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16026
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15292
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13958
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14152
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In