Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ...

  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ...

  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ...

  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ...

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ ...

  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ...

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

Home ›› ››ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି

ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି

2021-07-20 04:29:35
13955
Share:
Facebook
Twitter
E-Mail
WhatsApp
Telegram
ଘୋଷଣା ହେଲା ନୂତନ ପିସିସି ଗଣମାଧ୍ୟମ ଓ ଯୋଗାଯୋଗ କମିଟି
ଭୁବନେଶ୍ୱର - ଏଆଇସିସି ପକ୍ଷରୁ ଆଜି ପ୍ରଦେଶ ଗଣମାଧ୍ୟମ ବିଭାଗର କମିଟି ଘୋଷଣା ହୋଇଛି।କମିଟିର ଅଧ୍ୟକ୍ଷ  ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ରହିଥିବା ବେଳେ ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକଙ୍କୁ ଆବାହକ ଏବଂ ଉକ୍ତ କମିଟିରେ ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ସୁରେଶ କୁମାର ରାଉତରାୟଙ୍କ ସମେତ ୨୦ ଜଣ ସଦସ୍ୟ ଅଛନ୍ତି।ସେହିପରି ସାମ୍ୱାଦିକ ଦୀପକ କୁମାର ମହାପାତ୍ରଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦାଇତ୍ୱ ମିଳିଛି।
   
୨୦୧୯ ନିର୍ବାଚନ ପରେ ଆଜି ପୁନର୍ବାର ନୂତନ ଗଣମାଧ୍ୟମ ଓ ଯୋଗାଯୋଗ କମିଟି ଗଠିତ ହୋଇଛି। ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଯୁକ୍ତ ନିରଞ୍ଜନ ପଟ୍ଟନାୟକ ଙ୍କ ପ୍ରସ୍ତାବ କ୍ରମେ ଅଖିଳ ଭାରତ କଂଗ୍ରେସ କମିଟି ଅଧକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ମୋହର ମାରିବା ପରେ ଆଜି ଏ ନେଇ ଏଆଇସିସି ପକ୍ଷରୁ ଏଆଇସିସି ସାଧାରଣ ସମ୍ପାଦକ ତଥା ସାଂସଦ କେ ସି ଭେନୁଗୋପାଲଙ୍କ  ଦସ୍ତଖତ ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି କମିଟିରେ ଅନ୍ୟ ମାନଙ୍କ ମଧ୍ୟରେ ବିଧାୟକ ଅଧିରାଜ ପାଣିଗ୍ରାହୀ, ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ,ମନୋରଂଜନ ଦାଶ, ଦେବାଶିଷ ପଟ୍ଟନାୟକ, ଅମୀୟ ପାଣ୍ଡବ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ମନୋଜ ମହାପାତ୍ର, ଜ୍ଞାନଦେବ ବେଉରା, ପ୍ରଶାନ୍ତ ଶତପଥି, ସୁଦର୍ଶନ ଦାସ, ବିନାୟକ ଦାସମହାପାତ୍ର, ଡକ୍ଟର ହମିଦ ହୁସେନ୍, ସସ୍ମିତା ବେହେରା, ଡକ୍ଟର ଗୋବିନ୍ଦ ଚନ୍ଦ୍ର ଭୁଇଁଆ, ପଦ୍ମାକର ଗୁରୁ, ଶୁଭଶ୍ରୀ ପଣ୍ଡା, ରଜନୀ ମହାନ୍ତି, ନିଶିକାନ୍ତ ମିଶ୍ର ସଦସ୍ୟ ରହିଛନ୍ତି ।




Attachments area





Powered by Froala Editor

Tags congress , inc , Odisha ,

Related articles Odisha News Lens 4.1

  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍
    ଦେଶ-ଦେଶାନ୍ତର

    ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15505
    Jun 02, 2026
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14626
    Jun 02, 2026
  • ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14090
    Jun 02, 2026
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13326
    Jun 02, 2026
  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା
    ଦେଶ-ଦେଶାନ୍ତର

    ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14048
    Jun 02, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14393
    Jun 01, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି
    ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15551
    Jun 02, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
    ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14215
    Jun 02, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14281
    Jun 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14292
    Jun 02, 2026
  • ଦେଶ-ଦେଶାନ୍ତର

    ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13326
    Jun 02, 2026
  • ଦେଶ-ଦେଶାନ୍ତର

    ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15505
    Jun 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14292
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15061
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15174
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14842
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15409
    May 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15191
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15673
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14013
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14090
    Jun 02, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15551
    Jun 02, 2026
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13326
    Jun 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In