ବରମୁଣ୍ଡା ବସଷ୍ଟାଣ୍ଡରେ ଶୋଇଥିବା ବେଳେ ମା’ ଝିଅଙ୍କୁ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ବସଷ୍ଟାଣ୍ଡରେ ଶୋଇଥିବା ବେଳେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରିଛି ଭରତପୁର ଥାନା ପୁଲିସ । ପୁଲିସ ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ସେ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ ମାଡି ବସିଥିଲା ପୁଲିସ ।
Powered by Froala Editor