Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ...

  • ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅପରେସନ ସିନ୍ଦୂରର ପରେ ଜମ୍ମୁ କାଶ୍ମୀରରେ ଆକ୍ରମଣ ଯୋଜନା

ଅପରେସନ ସିନ୍ଦୂରର ପରେ ଜମ୍ମୁ କାଶ୍ମୀରରେ ଆକ୍ରମଣ ଯୋଜନା

2025-11-05 19:36:44
13941
Share:
Facebook
Twitter
E-Mail
WhatsApp
Telegram
ଅପରେସନ ସିନ୍ଦୂରର ପରେ ଜମ୍ମୁ କାଶ୍ମୀରରେ ଆକ୍ରମଣ ଯୋଜନା

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଜମ୍ମୁ କଶ୍ମୀରରେ ଶାନ୍ତି ଫେରିବା ଆରମ୍ଭ ହୋଇଛି । ଏହାରି ଭିତରେ ନୂତନ ଗୁଇନ୍ଦା ରିପୋର୍ଟ ସୁରକ୍ଷା ଏଜେନ୍ସିଗୁଡ଼ିକ ଚିନ୍ତା ବଢାଯାଇଛି। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧରେ ଭାରତ ଦ୍ୱାରା ଆରମ୍ଭ କରାଯାଇଥିବା ପାଲଟା-ଆତଙ୍କବାଦୀ ଅଭିଯାନ ‘ଅପରେସନ୍ ସିନ୍ଦୂର’ର ଛଅ ମାସ ପରେ, ଲଶ୍କର-ଏ-ତୈବା (LeT) ଏବଂ ଜୈଶ-ଏ-ମହମ୍ମଦ (JeM) ସମେତ ପାକିସ୍ତାନ ଭିତ୍ତିକ ଆତଙ୍କବାଦୀ ଗୋଷ୍ଠୀଗୁଡ଼ିକ ଏକ ନୂତନ ସମନ୍ୱିତ ଆକ୍ରମଣ ପାଇଁ ପ୍ରସ୍ତୁତି କରୁଛନ୍ତି।

ଏନଡିଟିଭି ରିପୋର୍ଟ ଅନୁଯାୟୀ, ଛଅ ମାସ ପୂର୍ବେ ଅପରେସନ୍ ସିନ୍ଦୁରରେ ଅନେକ ଆତଙ୍କବାଦୀ ଆଡ୍ଡା ନଷ୍ଟ ହେବା ପରେ, ପାକିସ୍ତାନରେ ଥିବା ଆତଙ୍କବାଦୀ ନେତାମାନେ ପୁଣି ଥରେ ଉପତ୍ୟକାକୁ ଅଶାନ୍ତ କରିବାକୁ ଯୋଜନା କରୁଛନ୍ତି ।

ଗୁଇନ୍ଦା ତଥ୍ୟ ଅନୁଯାୟୀ, ସେପ୍ଟେମ୍ବର ପରଠାରୁ ନିୟନ୍ତ୍ରଣ ରେଖା ପାର ହୋଇ ଅନୁପ୍ରବେଶ, ଗୁପ୍ତଚର ଏବଂ ଲଜିଷ୍ଟିକ୍ ଯୋଗାଣରେ ବୃଦ୍ଧି ଘଟିଛି । ପାକିସ୍ତାନର ସ୍ପେଶାଲ୍ ସର୍ଭିସେସ୍ ଗ୍ରୁପ୍ ଏବଂ ଆଇଏସଆଇ ସହାୟତାରେ ଏଲଇଟି ଏବଂ ଜୈଶ ଆତଙ୍କବାଦୀ ଜମ୍ମୁ କାଶ୍ମୀରରେ ପ୍ରବେଶ କରିଛନ୍ତି । କମାଣ୍ଡର ଶମଶେରଙ୍କ ନେତୃତ୍ୱରେ ଲସ୍କରର ଗୋଟିଏ ୟୁନିଟ୍ ସୀମାରେ ଥିବା  ଗ୍ୟାପ୍ସର ରେକି (ଗୁପ୍ତଚର କାର୍ଯ୍ୟ) କରିଛି । ଆଗାମୀ କିଛି ସପ୍ତାହରେ ଆତ୍ମଘାତୀ ଆକ୍ରମଣ କିମ୍ବା ସୀମା ପାରରୁ ଅସ୍ତ୍ରଶସ୍ତ୍ର ପଡ଼ିବା ଭଳି ପ୍ରୟାସ ହୋଇପାରେ ।

ଅକ୍ଟୋବର ୨୦୨୫ ରେ PoK ରେ ହୋଇଥିବା ଉଚ୍ଚ ସ୍ତରୀୟ ବୈଠକରେ ଜମାତ୍-ଏ-ଇସଲାମି, ହିଜବୁଲ ମୁଜାହିଦ୍ଦିନ ଏବଂ ISI ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ବୈଠକରେ ‘ଅପରେସନ୍ ସିନ୍ଦୂର’ରେ ହୋଇଥିବା କ୍ଷତିର ପ୍ରତିଶୋଧ ନେବା ପାଇଁ ନିଷ୍କ୍ରିୟ ଥିବା ଆତଙ୍କବାଦୀ ସେଲ୍‌ଗୁଡ଼ିକୁ ପୁନର୍ଜୀବିତ କରିବାକୁ ଯୋଜନା ଚୂଡାନ୍ତ କରାଯାଇଛି। ଏହା ସ୍ପଷ୍ଟ ଯେ ଯଦି ପାକିସ୍ତାନର ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରହେ, ତେବେ ଅପରେସନ୍ ସିନ୍ଦୂରର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇପାରେ। 

Powered by Froala Editor

Tags jammu

Related articles Odisha News Lens 4.1

  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ
    ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13848
    Mar 19, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13739
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14359
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15123
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15074
    Mar 19, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13690
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14905
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14353
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13318
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13848
    Mar 19, 2026
  • ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14353
    Mar 20, 2026
  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15074
    Mar 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16261
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14353
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15074
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15169
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14123
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14020
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14255
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15689
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14353
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14905
    Mar 20, 2026
  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13848
    Mar 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In