Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ମନୋରଞ୍ଜନ
Home ›› ମନୋରଞ୍ଜନ ››ଯାତ୍ରାଜଗତରେ ଶୂନ୍ୟସ୍ଥାନ : ଦେବୀ ରଥଙ୍କ ଦେହାନ୍ତ

ଯାତ୍ରାଜଗତରେ ଶୂନ୍ୟସ୍ଥାନ : ଦେବୀ ରଥଙ୍କ ଦେହାନ୍ତ

2025-11-05 19:39:46
15970
Share:
Facebook
Twitter
E-Mail
WhatsApp
Telegram
ଯାତ୍ରାଜଗତରେ ଶୂନ୍ୟସ୍ଥାନ : ଦେବୀ ରଥଙ୍କ ଦେହାନ୍ତ

ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀପ୍ରସାଦ ରଥଙ୍କ ପରଲୋକ ଘଟିଛି। ୭୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ଜଗତସିଂହପୁର ଜିଲା ପାରାଦୀପଗଡ଼ସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ଦେହାନ୍ତ ହୋଇଛି। ୪୨ ବର୍ଷର ଯାତ୍ରା କ୍ୟାରିୟରରେ ଅଭିନୟର ଏକ ସ୍ବତନ୍ତ୍ର ଛାପ ଛାଡ଼ିଯାଇଛନ୍ତି ଦେବୀପ୍ରସାଦ। ବେଶ୍‌ ଦମ୍‌ଦାର ଢଙ୍ଗରେ ସେ ତାଙ୍କର ଡାଏଲଗ୍‌ ବା ସଂଳାପ କହିଥାନ୍ତି। ଯାହା ଦର୍ଶକଙ୍କୁ ସିଟ୍‌ରେ ବସି ରହିବାକୁ ବାଧ୍ୟ କରିଥାଏ। ତାଙ୍କ ବିୟୋଗରେ ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି।

ଜଣେ ଉଚ୍ଚକୋଟୀର କଳାକାର ଥିଲେ ଦେବୀ ପ୍ରସାଦ । ହିରୋଇନରୁ ହିରୋ, ଆଣ୍ଟି ହିରୋ ସବୁପ୍ରକାର ଚରିତ୍ରରେ ସେ ଅଭିନୟ କରିଛନ୍ତି । ୫୦ ବର୍ଷରୁ ଅଧିକ ସମୟ ଧରି ଓଡ଼ିଆ ଯାତ୍ରା ଜଗତରେ ନିଖୁଣ ଅଭିନୟର ଛାପ ଛାଡ଼ି ଯାଇଛନ୍ତି । ଅନେକ ଅପେରା ପାର୍ଟିରେ କାମ କରିଛନ୍ତି । ତାଙ୍କର ଅଭିନୟରେ ଦର୍ଶକ କାନ୍ଦିଛନ୍ତି, ହସିଛନ୍ତି, ଭାବବିହ୍ୱଳ ହୋଇଛନ୍ତି, ପ୍ରେମରେ ପଡିଛନ୍ତି ଆଉ ଭିଜିଛନ୍ତି ଏବଂ ମଜିଛନ୍ତି ।

ମଞ୍ଚ ନାଟକରେ ଶିଶୁ କଳାକାର ଭାବରେ ସେ ତାଙ୍କର ଯାତ୍ରା ଆରମ୍ଭ କରିଥିଲେ ଏବଂ ଧିରେ ଧିରେ ଓଡ଼ିଶାର ପ୍ରଦର୍ଶନ କଳାରେ ପ୍ରମୁଖ ସ୍ଥାନ ପାଇଥିଲେ। ୪ ଦଶନ୍ଧି ଧରି ସେ ୧୦୦ରୁ ଅଧିକ ପ୍ରଯୋଜନାରେ ଅଭିନୟ କରିଥିଲେ, ନାୟକ, ଖଳନାୟକ ଭୂମିକାରେ ଅଭିନୟ କରିଛନ୍ତି। ୨୦୧୭ରେ ‘ଠକି ଦେଲା ବନ୍ଧୁ ଠିକଣା ବେଳେ’ ରେ ତାଙ୍କର ଶେଷ ଅଭିନୟ ୪୨ ବର୍ଷର କ୍ୟାରିଅରର ଶେଷ ହୋଇଥିଲା ।

ତାଙ୍କ ଦେହାନ୍ତ ଖବର ପ୍ରସାରିତ ହେବା ମାତ୍ରେ ଶହ ଶହ ଯାତ୍ରା କଳାକାର ଏବଂ ପ୍ରଶଂସକ ତାଙ୍କ ଘରେ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପହଞ୍ଚିଥିଲେ। ତାଙ୍କ ବିୟୋଗରେ ଯାତ୍ରା ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।


Powered by Froala Editor

Tags devi

Related articles Odisha News Lens 4.1

  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14321
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14248
    Nov 17, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14627
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13577
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15551
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14260
    Nov 17, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13802
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14831
    Nov 18, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15258
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14627
    Nov 18, 2025
  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14831
    Nov 18, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14248
    Nov 17, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14260
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16081
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15151
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14427
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15286
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14313
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13802
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13577
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15551
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In