Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

2021-07-20 05:25:27
13911
Share:
Facebook
Twitter
E-Mail
WhatsApp
Telegram
ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

ଭୁବନେଶ୍ୱର :  କରୋନା ମହାମାରୀ  ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ  ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍‌-୧୯ ଗାଇଡଲାଇନ୍‌କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି । 

ରାଜ୍ୟରେ ରକ୍ତଦାନ ଅଭାବକୁ ଦୂର କରିବା ନିମନ୍ତେ ୨୦୧୫ ମସିହାରେ ମାନ୍ୟବର ବିଜେଡି ସଭାପତିଙ୍କ ସାମାଜିକ ପ୍ରତିବଦ୍ଧତା ଓ ଦୂରଗାମୀ ନିଷ୍ପତ୍ତି ଏବେ ଏହି ରକ୍ତଦାନ କାର୍ଯ୍ୟକ୍ରମ ‘ଜୀବନ ବିନ୍ଦୁ’କୁ ଏକ ସାମାଜିକ ଅଭିଯାନରେ ପରିଣତ କରିପାରିଛି । ସାଧାରଣତଃ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତାର ସମସ୍ୟା ଲାଗି ରହୁଥିବାବେଳେ ଆଜି ଏତେ ସଂଖ୍ୟକ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିବା ନିଶ୍ଚିତ ଭାବେ ସମାଜ ଓ ଅନ୍ୟ ମହିଳାଙ୍କ ନିମନ୍ତେ ପ୍ରେରଣାଦାୟୀ ହେବ । ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

    

ଏହି କାର୍ଯ୍ୟକ୍ରମରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଶୀମତୀ ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,  ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

    

ଏହି କାର୍ଯ୍ୟକ୍ରମରେ ମିଶନଶକ୍ତି ଉପଦେଷ୍ଟା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା(ମହିଳା ସଶକ୍ତିକରଣ) ଡଃ ଲୋପାମୁଦ୍ରା ବକ୍ସିପାତ୍ର, ଓଟିଡିସି ଅଧ୍ୟକ୍ଷା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଓ ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର, ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ସୁଲତା ଦେଓ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଡଃ ଗୀତାଞ୍ଜଳି ବସ୍ତିଆ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ସୁମିତ୍ରା ଜେନା,  ବିଜୁ ମହିଳା ଜନତା ଦଳର ମହାସଚିବ  କସ୍ତୁରୀ ମହାପାତ୍ରଙ୍କ ସମେତ ବିଜୁ ମହିଳା ଜନତା ଦଳର ଅଧିକାଂଶ ରାଜ୍ୟ କର୍ମକର୍ତ୍ତା ଓ ବିଜେଡି ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Powered by Froala Editor

Tags Biju Mahila Janata Dal , BJD , Biju Janata Dal , Blood Donation

Related articles Odisha News Lens 4.1

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13365
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15483
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15376
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14205
    Feb 15, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14004
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15582
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15476
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15019
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15545
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15545
    Feb 14, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14004
    Feb 14, 2026
  • ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15483
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15476
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15928
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16329
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14076
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14722
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14004
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15483
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15476
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In