ଆରଆଇ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ବିଭ୍ରାଟ, ଡାଉନ ହେଲା ସର୍ଭର
ଭୁବନେଶ୍ଵର: ଆରଆଇ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସର୍ଭର ଡାଉନ । ଫଳରେ ଅନେକ ସ୍ଥାନରେ ପରୀକ୍ଷା ଦେଇ ପାରିନାହାଁନ୍ତି ଆଶାୟୀ । ରାଜ୍ୟରେ ୮୫ରୁ ଅଧିକ ସ୍ଥାନରେ ଆରଆଇ ପରୀକ୍ଷା ହେଉଥିବା ବେଳେ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ଏଭଳି ବିଭ୍ରାଟ ଦେଖାଦେଇଛି । ପ୍ରଥମ ସିଟିଂ ଆରମ୍ଭ ହେବା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ସମସ୍ୟା ଦେଖା ଦେବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଆଶାୟୀ ।
Powered by Froala Editor