Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଲକଡାଉନ ବନେଇଦେଲା ବାପା, ଏମିତି କିଏ କହିଲେ ଜାଣନ୍ତୁ?

ଲକଡାଉନ ବନେଇଦେଲା ବାପା, ଏମିତି କିଏ କହିଲେ ଜାଣନ୍ତୁ?

2021-04-11 10:13:05
14109
Share:
Facebook
Twitter
E-Mail
WhatsApp
Telegram
ଲକଡାଉନ ବନେଇଦେଲା ବାପା, ଏମିତି କିଏ କହିଲେ ଜାଣନ୍ତୁ?
ଭୁବନେଶ୍ୱର: ସାତ ତାରିଖ ସନ୍ଧ୍ୟା ୬.୩୦ରେ ଷ୍ଟାରସନ ବାବୁସାନଙ୍କର ପୁଅଟିଏ ହେଇଛି । ଏକୋଇଶା ପୂଜା ପରେ ପୁଅର ନାମ କ’ଣ ରହିବ ଜଣାପଡିବ । ଯଦିଓ ଓଡିଆ ପରମ୍ପରା ଅନୁସାରେ ଏହା ହେବ, କିନ୍ତୁ ତାଙ୍କ ପୁଅର ନାମକରଣ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ କରିବେ ବୋଲି ବାବୁସାନ କହିଛନ୍ତି । ୨୦୧୪ରେ ବାବୁସାନ ଓ ତୃପ୍ତି ଶତପଥୀଙ୍କ ଶୁଭ ପରିଣୟ ହୋଇଥିଲା । ସହିଦନଗରରେ ଥିବା ଆର୍ଯ୍ୟସମାଜ ମନ୍ଦିର ପରିସରରେ ବିବାହ ଏବଂ ପରଦିନ ହୋଟେଲ ମେ-ଫେୟାର ପରିସରରେ ତାଙ୍କ ପରିବାର ପକ୍ଷରୁ ଏକ ପାରିବାରିକ ଭୋଜି ଆୟୋଜିତ ହୋଇଥିଲା । ପ୍ରାୟ ସମୟ ସିନେମା ସୁଟିଂରେ ବ୍ୟସ୍ତ ରହୁଥିବା ବାବୁସାନ ବ୍ୟକ୍ତିଗତ ଜୀବନ ପ୍ରତି ଏତେଟା ଧ୍ୟାନ ଦେଇପାରୁନଥିଲେ । କୋଭିଡ-୧୯ ସଂକ୍ରମଣ ଏବଂ ଏଥିନିମନ୍ତେ ସାରା ଦେଶରେ ଜାରି ହୋଇଥିବା ବିଭିନ୍ନ ପ୍ରକାର କଟକଣା ଭିତରେ ସିନେମା ନିର୍ମାଣ ପୂରାପୂରି ଠପ ହୋଇଯାଇଥିଲା । ଏତିକିବେଳେ ସେ ଘରେ ରହି ଅର୍ଗାନିକ ଫାର୍ମିଙ୍ଗ କରୁଥିଲେ । ବାବୁସାନ କହିଛନ୍ତି, ଲକଡାଉନ ମୋତେ ବଡ ଶିକ୍ଷା ଦେଲା । ପ୍ରଫେସନାଲ କାମଠାରୁ ପର୍ସନାଲ ଲାଇଫର ଗୁରୁତ୍ୱ କେତେ ତାହା ମୁଁ ବୁଝିଲି । ଅପ୍ରିୟ ସତ କହିବାକୁ ଲକଡାଉନ ମୋତେ ବାପା ବନେଇଦେଲା । ମୁଁ ଏବେ ଆଉ ଟିନ ଏଜ ହିରୋ ନୁହେଁ ବରଂ ବୁଢ଼ା ହେଇଗଲି । ଓଡିଆ ଚଳଚ୍ଚିତ୍ରର ରୋମାଣ୍ଟାିକ ଯୋଡି ଉତ୍ତମ-ଅପରାଜିତାଙ୍କ ପୁଅ ବାବୁସାନ । ‘ ରୋମିଓ ଦ ଲଭର ବୟ’ ଚଳଚ୍ଚିତ୍ରରୁ ସେ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ । ପରେ ସଞ୍ଜୁ ଆଉ ସଞ୍ଜନା, ପ୍ରେମ ଅଢେ଼ଇ ଅକ୍ଷର, ଲୋଫର, ୧୪୩-ଆଇ ଲଭ ୟୁ, ଚକୋଲେଟ, ଇଡିଅଟ, ଲଭମାଷ୍ଟର, ଆଖିରେ ଆଖିରେ, ଭଲପାଏ ତତେ ଶହେରୁ ଶହେ, ଜବରଦସ୍ତ ପ୍ରେମିକ, ଲଭ ଷ୍ଟେସନ, ସୁଇଟ ହାର୍ଟ, ଓନଲି ପ୍ୟାର, ଲୋକାଲ ଟୋକା ଲଭ ଚୋଖା, ଅଜବ ସଞ୍ଜୁର ଗଜବ ଲଭ, ଗୋଲମାଲ ଲଭ, ମିଷ୍ଟର ମଜନୁ ଭଳି ରୋମାଣ୍ଟିକ ସିନେମାରେ ସେ ହ୍ୟାଣ୍ଡସମ ହିରୋ ସାଜିଛନ୍ତି । ଏହା ଭିତରେ ଦୋସ୍ତି, ଥୁକୁଲ, ଲୁଚକାଳି, ଯିଏ ଯାହା କହୁ ମୋର ଢେ଼ା, ସୁପର ମିଛୁଆ, ସିଷ୍ଟର ଶ୍ରୀଦେବୀ, ସୁନ୍ଦରଗଡର ସଲମାନ ଖାନ, ଶ୍ରୀମାନ ସୁରଦାସ ପରି ଚଳଚ୍ଚିତ୍ରରେ ବାବୁସାନ ଭିନ୍ନ ଅବତାରରେ ଦେଖିବାକୁ ମିଳିଛନ୍ତି । ଲକଡାଉନ ପରେ ସୁଟିଂ ହେଇଥିବା ବାବୁସାନଙ୍କ ଅଭିନୀତ ଓଡିଆ ଚଳଚ୍ଚିତ୍ର ‘ବିଦ୍ୟାରାଣ’ ଖୁବଶୀଘ୍ର ପରଦାକୁ ଆସୁଛି । ତେବେ ରୋମାଣ୍ଟିକ ହିରୋ ବାବୁସାନ ଏବେ ବାପା ହେବା ପରେ ଦର୍ଶକ ମହଲରେ ଆହୁରି ଖୁସି ପରିଲକ୍ଷିତ ହେଇଛି । ତାଙ୍କ ପାଖକୁ ଏବେ ଶୁଭେଚ୍ଛାର ସୁଅ ଛୁଟିଛି ।
Tags babushan mohanty

Related articles Odisha News Lens 4.1

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13456
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13986
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14002
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15305
    Mar 31, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15479
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14997
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14436
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15343
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13816
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15305
    Mar 31, 2026
  • ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13816
    Mar 31, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14663
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15305
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14997
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16099
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15367
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15478
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15479
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14002
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14663
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In