Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ...

  • ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››‘ବନ୍ଦେ ମାତରମ୍‌’ ଏକ ମନ୍ତ୍ର, ଏକ ସ୍ୱପ୍ନ, ଏକ ସଂକଳ୍ପ ଏବଂ ଏକ ଶକ୍ତି: ମୋଦୀ

‘ବନ୍ଦେ ମାତରମ୍‌’ ଏକ ମନ୍ତ୍ର, ଏକ ସ୍ୱପ୍ନ, ଏକ ସଂକଳ୍ପ ଏବଂ ଏକ ଶକ୍ତି: ମୋଦୀ

2025-11-07 11:50:57
16231
Share:
Facebook
Twitter
E-Mail
WhatsApp
Telegram
‘ବନ୍ଦେ ମାତରମ୍‌’ ଏକ ମନ୍ତ୍ର, ଏକ ସ୍ୱପ୍ନ, ଏକ ସଂକଳ୍ପ ଏବଂ ଏକ ଶକ୍ତି: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ପାଳନ ପାଇଁ ଆୟୋଜିକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଅବସରରେ ସାମୂହିକ ସଙ୍ଗୀତ ଗାନ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ୨୦୨୬ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଉତ୍ସବ ଭାବେ ଚାଲିବ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକ ଉତ୍ସବରେ ଯୋଗ ଦେବା ଅତ୍ୟନ୍ତ ଗର୍ବର କଥା । ଏହା ସହିତ ମୋଦୀ କହିଛନ୍ତି ଏପରି କୌଣସି ସଂକଳ୍ପ ନାହିଁ ଯାହା ପୂରଣ ହୋଇପାରିବ ନାହିଁ । ଏପରି କୌଣସି ଲକ୍ଷ୍ୟ ନାହିଁ ଯାହାକୁ ଆମେ ଭାରତୀୟମାନେ ହାସଲ କରିପାରିବା ନାହିଁ ।

‘ବନ୍ଦେ ମାତରମ୍‌’ ଏକ ମନ୍ତ୍ର, ଏକ ସ୍ୱପ୍ନ, ଏକ ସଂକଳ୍ପ ଏବଂ ଏକ ଶକ୍ତି । ଏହା ଭାରତ ମାତାଙ୍କ ନିକଟରେ ଏକ ପ୍ରାର୍ଥନା । ଏହା ଆମକୁ ଇତିହାସକୁ ଫେରାଇ ନେଇଯାଏ । ଏହା ଆମର ଭବିଷ୍ୟତକୁ ସାହସ ଦିଏ, ଏପରି କୌଣସି ସଂକଳ୍ପ ନାହିଁ ଯାହା ପୂରଣ ହୋଇପାରିବ ନାହିଁ । ଏପରି କୌଣସି ଲକ୍ଷ୍ୟ ନାହିଁ ଯାହାକୁ ଆମେ ଭାରତୀୟ ହାସଲ କରିପାରିବା ନାହିଁ । ଏହି ଉତ୍ସବରେ ସାର୍ବଜନୀନ ସ୍ଥାନରେ ‘ବନ୍ଦେ ମାତରମ୍‌’ ପୂର୍ଣ୍ଣ ସଂସ୍କରଣ ଗାନ କରାଯାଇଥିଲା । 

Powered by Froala Editor

Tags Vande mataram

Related articles Odisha News Lens 4.1

  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ
    ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13847
    Mar 19, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14349
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13738
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15073
    Mar 19, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13317
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15122
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13689
    Mar 20, 2026
  •  ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?

    13552
    Mar 19, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14904
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13847
    Mar 19, 2026
  • ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15122
    Mar 20, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14904
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16261
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14352
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15073
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15168
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14123
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14020
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14255
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15689
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14904
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି

    13689
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13738
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In