Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

ମନୋରଞ୍ଜନ
Home ›› ମନୋରଞ୍ଜନ ››ରେକର୍ଡ ଭାଙ୍ଗିଲା "ହକ୍"

ରେକର୍ଡ ଭାଙ୍ଗିଲା "ହକ୍"

2025-11-09 19:36:39
14831
Share:
Facebook
Twitter
E-Mail
WhatsApp
Telegram
ରେକର୍ଡ ଭାଙ୍ଗିଲା

ଇମ୍ରାନ ହାସ୍‌ମି ଓ ୟାମି ଗୌତମ ଅଭିନୀତି ହିନ୍ଦୀ ଚଳଚ୍ଚିତ୍ର ‘ହକ୍‌’ର ମୁକ୍ତିଲାଭକୁ ବିରୋଧ କରି ଶାହ ବାନୋ ବେଗମଙ୍କ ଝିଅ ସିଦ୍ଦିକା ବେଗମ ଯେଉଁ ପିଟିସନ ଦାଏର କରିଥିଲେ, ତାହାକୁ ମଧ୍ୟପ୍ରଦେଶ ହାଇକୋର୍ଟର ଇନ୍ଦୋର ବେଞ୍ଚ ଗୁରୁବାର ଖାରଜ କରିଦେଇଛନ୍ତି। ଶୁକ୍ରବାର (ନଭେମ୍ବର ୭) ଚଳଚ୍ଚିତ୍ରଟି ମୁକ୍ତିିଲାଭ କରିଛି। ଚଳଚିତ୍ର "ହକ୍" ପ୍ରଥମ ଦିନରେ ବକ୍ସ ଅଫିସରେ ୧.୮୬ କୋଟି ରୋଜଗାର କରିଥିବା ବେଳେ ଏହା ଖୁବଶୀଘ୍ର ୨ କୋଟି ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ, ୟାମି ଗୌତମ ଏବଂ ଇମରାନ ହାସମୀ ଅଭିନୀତ ଏହି ଚଳଚ୍ଚିତ୍ରଟି ୧୯୮୫ ମସିହାରେ ଘଟିଥିବା ସତ୍ୟ ଘଟଣା ଉପରେ ଆଧାରିତ। ଫିଲ୍ମଟି ଶାହ ବାନୋଙ୍କ ଜୀବନ ଏବଂ ଆଇନଗତ ସଂଘର୍ଷକୁ ନେଇ ଚିତ୍ରଣ କରାଯାଇଛି। ଏହି ଚଳଚ୍ଚିତ୍ରରେ ଶାହ ବାନୋଙ୍କ ବ୍ୟକ୍ତିଗତ ଓ ବୈବାହିକ ଜୀବନକୁ ଅତିରଞ୍ଜିତ କରି ଉପସ୍ଥାପନ କରାଯାଇଛି ବୋଲି ସିଦ୍ଦିକା ପିଟିସନରେ ଅଭିଯୋଗ କରିଥିଲେ। ବ୍ୟାବସାୟିକ ସଫଳତା ପାଇବାକୁ ନିର୍ମାତା ଏହି ଚଳଚ୍ଚିତ୍ରର ବିଷୟବସ୍ତକୁ ଅତ୍ୟଧିକ ନାଟକୀୟ ଢଙ୍ଗରେ ଉପସ୍ଥାପନ କରିଥିବାବେଳେ ତାଙ୍କ ମାଆଙ୍କ ଆଇନଗତ ଲଢେଇକୁ ନ୍ୟୁନ କରାଯାଇଛି ବୋଲି ସିଦ୍ଦିକା ଅାପତ୍ତି ଜଣାଇଛନ୍ତି।

ଅପରପକ୍ଷରେ ‘ବାନୋ: ଭାରତ କୀ ବେଟି’ ପୁସ୍ତକର ବିଷୟବସ୍ତୁକୁ ଚଳଚ୍ଚିତ୍ରରେ ଉପସ୍ଥାପନ କରାଯାଇଥିବାବେଳେ ସୁପ୍ରିମକୋର୍ଟଙ୍କ ରାୟ (ବହୁ ଚର୍ଚ୍ଚିତ ଶାହା ବାନୋ ମାମଲା)କୁ ପ୍ରେରଣାଭାବେ ଗ୍ରହଣ କରାଯାଇଛି ବୋଲି ଚଳଚ୍ଚିତ୍ରର ନିର୍ମାତା କହିଛନ୍ତି। ଶାହ ବାନୋ ୧୯୩୨ରେ ମଧ୍ୟପ୍ରଦେଶର ଇନ୍ଦୋର ସହରେ ମହମ୍ମଦ ଅହମ୍ମଦ ଖାନ ନାମକ ଜଣେ ଆଇନଜୀବୀଙ୍କୁ ବିବାହ କରିଥିଲେ। ସେମାନଙ୍କର ପାଞ୍ଚଜଣ ସନ୍ତାନ ଥିଲେ। ବିବାହର ୧୪ ବର୍ଷ ପରେ ମହମ୍ମଦ ଆଉ ଜଣେ ଯୁବତୀଙ୍କୁ ଦ୍ବିତୀୟ ବିବାହ କରିଥିଲେ। କିଛି ବର୍ଷ ଦୁଇ ସଉତୁଣି ଏକାଠି ରହିଥିଲେ। ଶାହ ବାନୋଙ୍କୁ ୬୨ ବର୍ଷ ବୟସ ହୋଇଥିବାବେଳେ ମହମ୍ମଦ ତାଙ୍କୁ ଛାଡପତ୍ର ଦେଇଥିଲେ। ଶାହ ବାନୋଙ୍କୁ ଭରଣ ପୋଷଣ ବାବଦରେ ମାସିକ ୨୦୦ ଟଙ୍କା ଦେଉଥିବାବେଳେ ମହମ୍ମଦ ୧୯୭୮ରେ ଏହାକୁ ବନ୍ଦ କରିଥିଲେ। ଏଥିରେ ବ୍ୟତିବ୍ୟସ୍ତ ହୋଇ ଶାହ ବାନୋ ମାସିକ ୫୦୦ ଟଙ୍କା ଦାବି କରି ଇନ୍ଦୋରସ୍ଥିତ ଏକ ଅଦାଲତରେ ମହମ୍ମଦଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ମାମଲା ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ୧୯୮୫ ମସିହାରେ, ସୁପ୍ରିମକୋର୍ଟ ଏହି ଦାବି ଉପରେ ଐତିହାସିକ ରାୟ ଶୁଣାଇଥିଲେ। ଛାଡ଼ପତ୍ର ପରେ ମୁସଲିମ୍ ମହିଳାମାନେ ମଧ୍ୟ ଭରଣପୋଷଣ ପ‌ାଇବା ଉଚିତ୍ ବୋଲି ରାୟ ଦେଇଥିଲେ କୋର୍ଟ।

Powered by Froala Editor

Tags haq

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13753
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14557
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15675
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15746
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15578
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13613
    May 01, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13758
    May 01, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15545
    Apr 30, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15289
    May 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13753
    Apr 30, 2026
  • ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13613
    May 01, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15578
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17449
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17501
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17857
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16329
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13758
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13957
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16030
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15976
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14593
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15369
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15103
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15599
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13909
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13753
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15578
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15675
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In