Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

ରାଜ୍ୟ
Home ›› ରାଜ୍ୟ ››ସକାଳୁ ବୁଥ୍‌ ଅଭିମୁଖେ ପୋଲିଂ ଦଳ

ସକାଳୁ ବୁଥ୍‌ ଅଭିମୁଖେ ପୋଲିଂ ଦଳ

2025-11-10 06:02:29
13536
Share:
Facebook
Twitter
E-Mail
WhatsApp
Telegram
ସକାଳୁ ବୁଥ୍‌ ଅଭିମୁଖେ ପୋଲିଂ ଦଳ

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ରବିବାର ଅପରାହ୍ଣ ୪ରୁ ପ୍ରଚାର ବନ୍ଦ ପରଠାରୁ ୪୮ଘଣ୍ଟିଆ ନିରବ ଅବଧି ଆରମ୍ଭ ହୋଇଛି। ନିର୍ବାଚନ ମଣ୍ଡଳୀରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାବେଳେ ଶାନ୍ତି ଶୃଙ୍ଖଳାରେ ମତଦାନ ସାରିବାକୁ ଆଶାବାଦୀ ରହିଛନ୍ତି ନିର୍ବାଚନ ଅଧିକାରୀ। ବାହାର ଲୋକ ନିର୍ବାଚନ ମଣ୍ଡଳୀ ଛାଡ଼ି ସାରିଲେଣି। ସୋମବାର ସକାଳୁ ବୁଥ୍‌ଗୁଡ଼ିକ ଅଭିମୁଖେ ପୋଲିଂ ଦଳ ଯିବେ ଏବଂ ସନ୍ଧ୍ୟା ସୁଦ୍ଧା ସମସ୍ତ ବୁଥ୍‌ରେ ପୋଲିଂ ଦଳ ପହଞ୍ଚିବେ। ମୋଟ‌ ୩୫୮ ବୁଥ୍‌ରୁ ୪୭ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଛି। ସମସ୍ତ ବୁଥ୍‌ରେ ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବାହିନୀଙ୍କୁ ନିୟୋଜିତ କରାଯାଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର.ଏସ୍‌. ଗୋପାଳନ କହିଛନ୍ତି।

 ଆସନ୍ତା ୧୧ତାରିଖ ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହେବ। ନିରବ ଅବଧିରୁ ମତଦାନ ଶେଷ ପର୍ଯ୍ୟନ୍ତ ୪୮ଘଣ୍ଟା ସମୟ ଅତି ଗୁରୁତ୍ବପୂର୍ଣ୍ଣ ସମୟ ଥିବାରୁ ସ୍ବଚ୍ଛ, ନିରପେକ୍ଷ ଏବଂ ଅବାଧ ଉପନିର୍ବାଚନ ପରିଚାଳନା କରିବା ଲାଗି ନିର୍ଦେଶାବଳୀ ଜାରି କରିଛନ୍ତି ସିଇଓ। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ପୁଲିସ ଏବଂ ଜିଲା ପ୍ରଶାସନକୁ ନିର୍ଦେଶ ଦିଆଯାଇଛି। ମାଓ ପ୍ରଭାବିତ ଅଞ୍ଚଳରେ ଥିବା ବୁଥ୍‌କୁ ପୋଲିଂ ପାର୍ଟି ନେବା ଆଣିବା କରିବା ପାଇଁ ଭାରତୀୟ ବାୟୁସେନା ବିମାନ ବ୍ୟବହାର କରାଯିବ। ଏକ ବାୟୁସେନା ବିମାନ ପ୍ରଥମ ଥର ପାଇଁ ଆସି ରାତିରେ ନୂଆପଡ଼ା ଗୋତମା ଏୟାରଷ୍ଟ୍ରିପ୍‌ରେ ନିରାପଦ ଅବତରଣ କରିଛି ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ‘ଏକ୍ସ’ ମାଧ୍ୟମରେ ସୂଚନା ଦିଆଯାଇଛି।

 ନିର୍ବାଚନ ମଣ୍ଡଳୀରେ କେବଳ ସ୍ଥାନୀୟ ଭୋଟର ରହୁଛନ୍ତି କି ନାହିଁ ତାହା ସୁନିଶ୍ଚିତ କରିବା ପାଇଁ ପରିଚୟ ପତ୍ର ଯାଞ୍ଚ କରାଯାଉଛି। ଉପନିର୍ବାଚନ ପାଇଁ ମୋଟ ୩୫୮ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ। ତନ୍ମଧ୍ୟରୁ ୩୧୧ ବୁଥ୍‌ରେ ସକାଳ ୭ରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମତଦାନ ସମୟ ରହିଛି। ଅବଶିଷ୍ଟ ୪୭ ବୁଥ୍‌ରେ ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ଣ ୪ରେ ସରିବ। 

ଭାରତ ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ, ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୨୦୦ ମଧ୍ୟରେ ସୀମିତ କରାଯାଇଛି। ଏହି ଉପନିର୍ବାଚନରେ ୧ ଲକ୍ଷ ୨୪ ହଜାର ୧୦୮ଜଣ ପୁରୁଷ ଭୋଟର ଥିବାବେଳେ ୧ ଲକ୍ଷ ୨୯ ହଜାର ୪୯୫ ମହିଳା, ୨୧ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କ ସହ ମୋଟ ୨ଲକ୍ଷ ୫୩ ହଜାର ୬୨୪ ଭୋଟର ଅଛନ୍ତି। ଚୂଡ଼ାନ୍ତ ଭୋଟର ତାଲିକାରେ ୯,୪୨୯ ଯୁବ ଭୋଟର ରହିଥିବା ବେଳେ ୩୯୮୮ ଦିବ୍ୟାଙ୍ଗ ଭୋଟର ଏବଂ ୧୭୮୬ ବରିଷ୍ଠ ନାଗରିକ (୮୫ ବର୍ଷରୁ ଊର୍ଦ୍ଧ୍ବ) ରହିଛନ୍ତି। ଏହି ଉପନିର୍ବାଚନ ପାଇଁ ୫୬ଟି ନୂତନ ବୁଥ୍‌ ପ୍ରତିଷ୍ଠା ହୋଇଛି।

Powered by Froala Editor

Tags Nuapada election

Related articles Odisha News Lens 4.1

  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15198
    Jul 16, 2026
  •  ଜାରି  ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ
    ଦେଶ-ଦେଶାନ୍ତର

    ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15395
    Jul 17, 2026
  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    13892
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    15021
    Jul 16, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15316
    Jul 17, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15100
    Jul 16, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13574
    Jul 17, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15201
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13626
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15201
    Jul 16, 2026
  • ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15100
    Jul 16, 2026
  • ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13574
    Jul 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16981
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17643
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18045
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14145
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14644
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14939
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15677
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15784
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15833
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13781
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15853
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    13892
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15201
    Jul 16, 2026
  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15395
    Jul 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In