ଏମ୍ସ କର୍ମଚାରୀ ହତ୍ୟା ମାମଲା: ଧରାପଡିଲା ଅଭିଯୁକ୍ତ
ଭୁବନେଶ୍ଵର : ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ଖଣ୍ଡଗିରି ପୁଲିସ୍। ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଅକ୍ଟୋବର ୧୩ ତାରିଖରେ ହତ୍ୟା କରାଯାଇଥିଲା। l ପୂର୍ବରୁ ୪ ଜଣଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ।
Powered by Froala Editor