Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

ରାଜ୍ୟ
Home ›› ରାଜ୍ୟ ››ନୂଆପଡ଼ା ଉପ-ନିର୍ବାଚନ: ସକାଳୁ ଆରମ୍ଭ ହୋଇଯାଇଛି ମତଦାନ

ନୂଆପଡ଼ା ଉପ-ନିର୍ବାଚନ: ସକାଳୁ ଆରମ୍ଭ ହୋଇଯାଇଛି ମତଦାନ

2025-11-11 03:46:50
15382
Share:
Facebook
Twitter
E-Mail
WhatsApp
Telegram
ନୂଆପଡ଼ା ଉପ-ନିର୍ବାଚନ: ସକାଳୁ ଆରମ୍ଭ ହୋଇଯାଇଛି ମତଦାନ

ନୂଆପଡ଼ା: ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ମଙ୍ଗଳବାର ମତଦାନ ପାଇଁ ପୋଲିଂ ଟିମ୍‌ ବୁଥ୍‌ରେ ଆଗୁଆ ପହଞ୍ଚି ପ୍ରସ୍ତୁତି ସାରିଛନ୍ତି। ଜିଲାର ୮ଟି ସମ୍ବେଦନଶୀଳ ବୁଥ ପାଇଁ ବାୟୁସେନା ବିମାନରେ ପୁଲିଂ ଟିମ୍‌କୁ ପଠାଯାଇଛି। ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି; ଏପରି ମୋଟ୬ଟି ପିଙ୍କ ବୁଥ୍‌ କରାଯାଇଛି । ମୋଟ ୩୫୮ ଟି ବୁଥକୁ ପୋଲିଂ ପାର୍ଟି ପହଞ୍ଚିଛନ୍ତି

ସେହିପରି ନୂଆପଡ଼ା ଉପ-ନିର୍ବାଚନରେ ୮ଟି ଅତି ସମ୍ବେଦନଶୀଳ ବୁଥକୁ ବାୟୁସେନା ହେଲିକପ୍ଟରରେ ପୋଲିଂ ପାର୍ଟି ଗସ୍ତ କରିଛନ୍ତି। କୋମନା ବ୍ଲକ ସୁନବେଡ଼ା ଅଭୟାରଣ୍ୟ ଉପରେ ଥିବା ସୁନାବେଡ଼ା ଓ ସୋସେଙ୍ଗ ପଞ୍ଚାୟତର ସୋସେଙ୍ଗ ସେବାଶ୍ରମରେ ହୋଇଥିବା ଦୁଇଟି ବୁଥ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଓସିଲ, ସୁନାବେଡ଼ା ସେବାଶ୍ରମରେ ହୋଇଥିବା ଦୁଇଟି ବୁଥ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜାମଗାଁ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗାତିବେଡ଼ାରେ ହୋଇଥିବା ଦୁଇଟି ବୁଥକୁ ଆଜି ସକାଳୁ ନୂଆପଡ଼ା ଗୋତମା ସ୍ଥିତ ଉଡଜାହାଜ ପଡ଼ିଆରୁ ବାୟୁସେନା ହେଲିକେପ୍ଟର ଯୋଗେ ପୋଲିଂ ପାର୍ଟି ଉଡ଼ାଣ ଭରିଥିଲେ।

ଚଳିତ ନୂଆପଡ଼ା ଉପ-ନିର୍ବାଚନକୁ ଅବାଧ, ମୁକ୍ତ, ନିରପେକ୍ଷ, ଶାନ୍ତି ଶୃଙ୍ଖଳାର ସହ କରିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ଓ ପୁଲିସ ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜଣେ ଆରକ୍ଷୀ ଅଧିକ୍ଷକ, ଜଣେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ୬ଜଣ ଡିଏସପି, ୯ଜଣ ଇନ୍ସପେକ୍ଟର, ଜିଲାରେ ୫୨ ଜଣ ସବ-ଇନ୍ସପେକ୍ଟର, ସହକାରୀ ସବ ଇନ୍ସପେକ୍ଟର ଥିଲା ବେଳେ ବାହାର ଜିଲାରୁ ୯୯ଜଣଙ୍କୁ ମୁତୟନ କରାଯାଇଛି। ସେମାନେ ଭ୍ରାମ୍ୟମାଣ ସେବା ଯୋଗାଇବେ। ଜିଲାରେ ୧୨୩ଜଣ କନେଷ୍ଟବଳ ଥିଲାବେଳେ ଭ୍ରାମ୍ୟମାଣ ସେବା ପାଇଁ ୩୫୪ଜଣ କନେଷ୍ଟବଳଙ୍କୁ ମୁତୟନ ହୋଇଛନ୍ତି। ଓଡ଼ିଶା ଆର୍ମ ପୁଲିସ ଫୋର୍ସର ୩୭ ଜଣ ଓ ୨୩୦ ଜଣ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି। ସେହିପରି ସିଆର୍‌ପିଏଫ୍‌ର ୧୪ କମ୍ପାନୀ, ରାଜ୍ୟ ପୁଲିସର ୧୪ ବାଟାଲିୟନଙ୍କୁ ନିୟୋଜିତ କରାଯାଇଛି। ବିଏସ୍‌ଏଫ୍‌ର ଯବାନ ମାନେ ଜିଲା କାର୍ଯ୍ୟଳୟକୁ ଜଗି ରହିଛନ୍ତି।

Powered by Froala Editor

Tags Election

Related articles Odisha News Lens 4.1

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13719
    Jul 17, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15592
    Jul 16, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15079
    Jul 18, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......
    ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13637
    Jul 18, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14425
    Jul 18, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14663
    Jul 18, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15459
    Jul 17, 2026
  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14030
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15239
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15592
    Jul 16, 2026
  • ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13637
    Jul 18, 2026
  • ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14663
    Jul 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16982
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18045
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13637
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14284
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14662
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14959
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15695
    Jul 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15835
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13785
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15855
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15592
    Jul 16, 2026
  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15538
    Jul 17, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14663
    Jul 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In