କ୍ଷମା ମାଗିଲେ ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍
ଭୁବନେଶ୍ବର: ପୀତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇ ହାଇକୋର୍ଟରେ ଆଜି କ୍ଷମା ମାଗିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍ । ମଙ୍ଗଳବାର ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଏସପି । ମାମଲା ବିଚାରଧୀନ ଥିବା ବେଳେ ଏଭଳି ମନ୍ତବ୍ୟ ନଦେବାକୁ କୋର୍ଟ ଏସପିଙ୍କୁ ତାଗିଦ କରିଛନ୍ତି ।
Powered by Froala Editor