Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ...

  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ...

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ...

  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ...

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ...

  • ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

ରାଜ୍ୟ
Home ›› ରାଜ୍ୟ ››ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

2025-11-13 09:42:47
14599
Share:
Facebook
Twitter
E-Mail
WhatsApp
Telegram
ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି। ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ ଆୟୋଜିତ ପଦଯାତ୍ରାରେ ସାହସ୍ରାଧିକ ଛାତ୍ରଛାତ୍ରୀ, ଯୁବବର୍ଗ, ଜନସାଧାରଣ ଓ ସରକାରୀ ଅଧିକାରୀମାନେ ଭାଗ ନେଇ ପ୍ରାୟ ୯ କି. ମି ବାଟ ପଦଯାତ୍ରା କରିଥିଲେ। ଏଥିସହିତ ଛାତ୍ରଛାତ୍ରୀ ମାନେ ୧୦୦ ଫୁଟ ବିଶିଷ୍ଟ ତ୍ରିରଙ୍ଗା ପତାକା ଧରି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀଳଗିରିରେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ ପୁଲିସ୍‌ ପଡ଼ିଆଠାରେ ଆୟୋଜିତ ସ୍ଵାଧୀନତା ସଂଗ୍ରାମରେ ବାଲେଶ୍ୱର ଜିଲ୍ଲାର ଭୂମିକା ଏବଂ ସର୍ଦ୍ଦାର ପଟେଲଙ୍କ ଜୀବନୀ ଶୀର୍ଷକ ଫଟୋଚିତ୍ର ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ।

ଏହି ଅବସରରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଏକତା ପଦଯାତ୍ରା କେବଳ ଏକ ସାଧାରଣ ପଦଯାତ୍ରା ନୁହେଁ, ଏହା ଭାରତୀୟତାର ପ୍ରତୀକ, ଦେଶକୁ ଏକ ରଖିବା ପାଇଁ ସାଧାରଣ ନାଗରିକଙ୍କ କର୍ତ୍ତବ୍ୟର ପ୍ରତୀକ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଯେଉଁ ମାଟିରେ ଆମେ ଛିଡା ହୋଇଛେ।  ନୀଳଗିରି, ଏହା କେବଳ ଏକ ଭୌଗଳିକ ସ୍ଥାନ ନୁହେଁ। ଏହା ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ। ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ। ଯାହା ଶୋଷଣ ବିରୋଧରେ, ଅନ୍ୟାୟ ବିରୋଧରେ, ଏବଂ ଅଧିକାର ପାଇଁ ପ୍ରଜାଙ୍କ ମିଳିତ ସ୍ୱରର “ଏକତା” ର ଗାଥା କୁହେ। ବ୍ରିଟିଶ ବିରୋଧୀ ଆନ୍ଦୋଳନର ପ୍ରଭାବରେ, ନୀଳଗିରିରେ ସ୍ଥାନୀୟ ଯୁବକ, କୃଷକ, ଶ୍ରମିକ, ଶିକ୍ଷିତ ଲୋକେ ଏକତାବଦ୍ଧ ହୋଇଥିଲେ ।

ନୀଳଗିରି ପ୍ରଜା ଆନ୍ଦୋଳନର ପରିଣାମ କେବଳ ରାଜ୍ୟ ଅଧିକାର ନୁହେଁ, ପ୍ରଜାଙ୍କ ଆତ୍ମସମ୍ମାନ, ମର୍ଯ୍ୟାଦା ଏବଂ ଲୋକତନ୍ତ୍ରୀୟ ଚେତନାର ବିଜୟ ଥିଲା। ଏହି ଆନ୍ଦୋଳନ ପ୍ରମାଣ କରିଥିଲା ଯେ, ପ୍ରଜା ଯଦି ଏକତାବଦ୍ଧ ହୁଅନ୍ତି, କୌଣସି ଅତ୍ୟାଚାରୀ ଶକ୍ତି ତାଙ୍କୁ ଦମନ କରିପାରେନି। ଆଜିର ଏହି ଗଣ ପଦଯାତ୍ରା ଆମକୁ ସେହି “ଭିନ୍ନତାରେ ଏକତାର” ସନ୍ଦେଶ ଦେଉଛି।  ଜାତି, ଧର୍ମ, ଭାଷା, ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ। ଏହି ଏକତା ହେଉଛି ଆମର ଶକ୍ତି, ଆମର ପରିଚୟ ବୋଲି ସେ କହିଥିଲେ।

ଏହି ପଦଯାତ୍ରା ଅବସରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି ଯେ ଆଜିର ଯୁଗ ହେଉଛି ଶିକ୍ଷା ଓ ଜ୍ଞାନର ଯୁଗ। ଆମ ଯୁବ ସମାଜକୁ ଦେଶ ଗଢ଼ିବାରେ ନେତୃତ୍ୱ ଦେବାକୁ ଆଗେଇ ଆସିବା ଆବଶ୍ୟକ। ଉକ୍ତ କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଶାସକ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ପଦ୍ମ ଲୋଚନ ପଣ୍ଡା, ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ ଓ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ପ୍ରମୁଖ ମଂଚାସୀନ ଥିଲେ। ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ ସ୍ୱାଗତଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ  ସୂର୍ଯ୍ୟବଂଶୀ ମୟୂର ବିକାଶ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ
    ମନୋରଞ୍ଜନ

    କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

    14377
    Nov 12, 2025
  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ
    ମନୋରଞ୍ଜନ

    ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    14077
    Nov 12, 2025
  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା
    ଦେଶ-ଦେଶାନ୍ତର

    ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା

    15426
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି
    ବିଶେଷ

    ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14702
    Nov 13, 2025
  • ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ
    ମନୋରଞ୍ଜନ

    ଧର୍ମେନ୍ଦ୍ରଙ୍କୁ ନେଇ ଅପପ୍ରଚାର, ରାଗିଲେ ହେମାମାଳିନୀ

    14632
    Nov 12, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ
    ବିଶେଷ

    ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13826
    Nov 13, 2025
  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା
    ମନୋରଞ୍ଜନ

    ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14653
    Nov 12, 2025
  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌
    ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14509
    Nov 12, 2025
  • ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା
    ଦେଶ-ଦେଶାନ୍ତର

    ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

    15072
    Nov 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତିନି ଦିନ ବନ୍ଦ ହେଲା ଲାଲକିଲ୍ଲା

    15072
    Nov 11, 2025
  • ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14509
    Nov 12, 2025
  • ଦେଶ-ଦେଶାନ୍ତର

    ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?

    14356
    Nov 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16847
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16945
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17290
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15762
    Apr 03, 2021

ବିଶେଷ

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13826
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14702
    Nov 13, 2025
  • ଭୃସଙ୍ଗ ପତ୍ରର ଚମତ୍କାରିତା

    13809
    Nov 11, 2025
  • ସକାଳ ଜଳଖିଆରେ ଖାଆନ୍ତୁ ଏହିସବୁ ଖାଦ୍ୟ

    14451
    Nov 11, 2025
  • ବ୍ଲାକ୍‌ ହେଡ୍ସ ଦୂର କରିବ ଲେମ୍ବୁ ଓ ଲୁଣ

    15746
    Nov 10, 2025

ବାଣିଜ୍ୟ

ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

-    ବ୍ୟାଙ୍କିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ ନିବେଶ କରୁଥିବା ଏକ ଖୋଲା-ସମ୍ପନ୍ନ ଇକ୍ୱିଟି ଯୋଜନା

-    ଏହି ପାଣ୍ଠି ବ୍ୟାଙ୍କିଂ, ଅଣ-ବ୍ୟାଙ୍କିଂ ଆର୍ଥିକ କମ୍ପ ...

  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14284
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13948
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15020
    Oct 13, 2025
  • ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

    15886
    Sep 26, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    14077
    Nov 12, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    13826
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14702
    Nov 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In