Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

Home ›› ››ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

2025-11-13 09:42:47
14671
Share:
Facebook
Twitter
E-Mail
WhatsApp
Telegram
ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି। ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ ଆୟୋଜିତ ପଦଯାତ୍ରାରେ ସାହସ୍ରାଧିକ ଛାତ୍ରଛାତ୍ରୀ, ଯୁବବର୍ଗ, ଜନସାଧାରଣ ଓ ସରକାରୀ ଅଧିକାରୀମାନେ ଭାଗ ନେଇ ପ୍ରାୟ ୯ କି. ମି ବାଟ ପଦଯାତ୍ରା କରିଥିଲେ। ଏଥିସହିତ ଛାତ୍ରଛାତ୍ରୀ ମାନେ ୧୦୦ ଫୁଟ ବିଶିଷ୍ଟ ତ୍ରିରଙ୍ଗା ପତାକା ଧରି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀଳଗିରିରେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ ପୁଲିସ୍‌ ପଡ଼ିଆଠାରେ ଆୟୋଜିତ ସ୍ଵାଧୀନତା ସଂଗ୍ରାମରେ ବାଲେଶ୍ୱର ଜିଲ୍ଲାର ଭୂମିକା ଏବଂ ସର୍ଦ୍ଦାର ପଟେଲଙ୍କ ଜୀବନୀ ଶୀର୍ଷକ ଫଟୋଚିତ୍ର ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ।

ଏହି ଅବସରରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଏକତା ପଦଯାତ୍ରା କେବଳ ଏକ ସାଧାରଣ ପଦଯାତ୍ରା ନୁହେଁ, ଏହା ଭାରତୀୟତାର ପ୍ରତୀକ, ଦେଶକୁ ଏକ ରଖିବା ପାଇଁ ସାଧାରଣ ନାଗରିକଙ୍କ କର୍ତ୍ତବ୍ୟର ପ୍ରତୀକ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଯେଉଁ ମାଟିରେ ଆମେ ଛିଡା ହୋଇଛେ।  ନୀଳଗିରି, ଏହା କେବଳ ଏକ ଭୌଗଳିକ ସ୍ଥାନ ନୁହେଁ। ଏହା ହେଉଛି ଜନଶକ୍ତି ଓ ଲୋକତନ୍ତ୍ରର ସ୍ପନ୍ଦନ। ନୀଳଗିରି ପ୍ରଜା ଆନ୍ଦୋଳନ, ଓଡ଼ିଶାର ସ୍ୱାଧୀନତା ସଂଗ୍ରାମର ଏକ ଅଦ୍ଵିତୀୟ ଅଧ୍ୟାୟ। ଯାହା ଶୋଷଣ ବିରୋଧରେ, ଅନ୍ୟାୟ ବିରୋଧରେ, ଏବଂ ଅଧିକାର ପାଇଁ ପ୍ରଜାଙ୍କ ମିଳିତ ସ୍ୱରର “ଏକତା” ର ଗାଥା କୁହେ। ବ୍ରିଟିଶ ବିରୋଧୀ ଆନ୍ଦୋଳନର ପ୍ରଭାବରେ, ନୀଳଗିରିରେ ସ୍ଥାନୀୟ ଯୁବକ, କୃଷକ, ଶ୍ରମିକ, ଶିକ୍ଷିତ ଲୋକେ ଏକତାବଦ୍ଧ ହୋଇଥିଲେ ।

ନୀଳଗିରି ପ୍ରଜା ଆନ୍ଦୋଳନର ପରିଣାମ କେବଳ ରାଜ୍ୟ ଅଧିକାର ନୁହେଁ, ପ୍ରଜାଙ୍କ ଆତ୍ମସମ୍ମାନ, ମର୍ଯ୍ୟାଦା ଏବଂ ଲୋକତନ୍ତ୍ରୀୟ ଚେତନାର ବିଜୟ ଥିଲା। ଏହି ଆନ୍ଦୋଳନ ପ୍ରମାଣ କରିଥିଲା ଯେ, ପ୍ରଜା ଯଦି ଏକତାବଦ୍ଧ ହୁଅନ୍ତି, କୌଣସି ଅତ୍ୟାଚାରୀ ଶକ୍ତି ତାଙ୍କୁ ଦମନ କରିପାରେନି। ଆଜିର ଏହି ଗଣ ପଦଯାତ୍ରା ଆମକୁ ସେହି “ଭିନ୍ନତାରେ ଏକତାର” ସନ୍ଦେଶ ଦେଉଛି।  ଜାତି, ଧର୍ମ, ଭାଷା, ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ। ଏହି ଏକତା ହେଉଛି ଆମର ଶକ୍ତି, ଆମର ପରିଚୟ ବୋଲି ସେ କହିଥିଲେ।

ଏହି ପଦଯାତ୍ରା ଅବସରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି ଯେ ଆଜିର ଯୁଗ ହେଉଛି ଶିକ୍ଷା ଓ ଜ୍ଞାନର ଯୁଗ। ଆମ ଯୁବ ସମାଜକୁ ଦେଶ ଗଢ଼ିବାରେ ନେତୃତ୍ୱ ଦେବାକୁ ଆଗେଇ ଆସିବା ଆବଶ୍ୟକ। ଉକ୍ତ କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଶାସକ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ସିମୁଳିଆ ବିଧାୟକ ପଦ୍ମ ଲୋଚନ ପଣ୍ଡା, ବାଲେଶ୍ୱର ବିଧାୟକ ମାନସ କୁମାର ଦତ୍ତ ଓ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ପ୍ରମୁଖ ମଂଚାସୀନ ଥିଲେ। ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ ସ୍ୱାଗତଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ  ସୂର୍ଯ୍ୟବଂଶୀ ମୟୂର ବିକାଶ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15354
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13998
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15316
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14011
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15488
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13465
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13829
    Mar 31, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14445
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14672
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14011
    Mar 30, 2026
  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15316
    Mar 31, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15006
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15316
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15006
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16100
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15368
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15479
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15006
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15316
    Mar 31, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14445
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In