Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଘ ପକ୍ଷରୁ ରେଲୱେ ଅଡିଟୋରିୟମ ହଲ୍ ଠାରେ ମହାସମ୍ମିଳନୀ ଅନୁଷ୍ଠିତ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଘ ପକ୍ଷରୁ ରେଲୱେ ଅଡିଟୋରିୟମ ହଲ୍ ଠାରେ ମହାସମ୍ମିଳନୀ ଅନୁଷ୍ଠିତ

2025-11-17 06:37:19
13932
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଘ ପକ୍ଷରୁ ରେଲୱେ ଅଡିଟୋରିୟମ ହଲ୍ ଠାରେ ମହାସମ୍ମିଳନୀ ଅନୁଷ୍ଠିତ

ସ୍କୁଲ ଓ ଗଣଶିକ୍ଷା ବିଭାଗରେ ଥିବା ସରକାରୀ ହାଇସ୍କୁଲ ଭଳି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ଦାବିରେ ରେଲୱେ ଅଡିଟୋରିୟମ ହଲ୍ ମହାସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ କର୍ମଚାରୀଙ୍କ ନ୍ୟାୟ ସଙ୍ଗତ ଦାବି ଓ ଦୀର୍ଘଦିନ ଧରି ଅପେକ୍ଷିତ ସମସ୍ୟାଗୁଡ଼ିକର ସମାଧାନ ପାଇଁ ରାଜ୍ୟ ଆଦର୍ଶ ବିଦ୍ୟାଳୟ କର୍ମଚାରୀ ସଂଘ ପକ୍ଷରୁ ନିମ୍ନଲିଖିତ ୧୩ ଟି ମୁଖ୍ୟ ଦାବିପତ୍ର ସହିତ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ସେହି ଦାବିଗୁଡିକୁ ହେଲା:- 

୧. ଓଡ଼ିଶା ଆଦର୍ଶ ବିଦ୍ୟାଳୟ କର୍ମଚାରୀ ମାନଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗରେ ଥିବା ସରକାରୀ ହାଇସ୍କୁଲଙ୍କ କର୍ମଚାରୀଙ୍କ ଭଳି ସରକାରୀ ମାନ୍ୟତା ଦାବି ଏବଂ ଏଚରାମେସ୍ ଆଡି ଖୋଲିବା।

୨:- ସମସ୍ତ କର୍ମଚାରୀଙ୍କୁ ୟୁନିଫର୍ମ କ୍ୟାଡ଼ର ମାନ୍ୟତା ଦାବି।

୩:- ସମାନ କାମକୁ ସମାନ ଦରମା। ପିଇଟି, ମ୍ୟୁଜିକ ଓ କମ୍ପ୍ୟୁଟର ଶିକ୍ଷକଙ୍କୁ ଅନ୍ୟ କର୍ମଚାରୀଙ୍କ ପରି ୪୬୦୦ ଗ୍ରେଡ ପେ ପ୍ରଦାନ।

୪:- ପ୍ରତ୍ୟେକ ଓଏଭି ରେ ପିଜିଟ୍ ଓଡ଼ିଆ ପୋଷ୍ଟିଁ ଦେବା ସହିତ ହିନ୍ଦୀ ଓ ସଂସ୍କୃତ ରେ ପିଜିଟ୍ ପୋଷ୍ଟ ତିଆରି କରିବା।

୫:- ପ୍ରତ୍ୟେକ ଓଏଭି କୁ ପି.ଏମ.ଶ୍ରୀ ସ୍କୁଲ ମାନ୍ୟତା ଦାବି।

୬:- ପ୍ରତ୍ୟେକ ଓଏଭି ରେ ଆଟର୍ସ ଷ୍ଟିମ୍ ଖୋଲିବା।

୭:- ପ୍ରତ୍ୟେକ ଓଏଭି ରେ ଓଏଭି କର୍ମଚାରୀ ପିଲାଙ୍କ ସିଟ୍ ପାଇଁ ସଂରକ୍ଷଣ କରିବା।

୮:- ଆଦର୍ଶ ବିଦ୍ୟାଳୟର କାର୍ଯ୍ୟରତ ସମସ୍ତ ବର୍ଗ ର କର୍ମଚାରୀମାନଙ୍କର ଏବଂ ପ୍ରିନିସପାଲ୍ ମାନଙ୍କର ପଦୋନ୍ନତି ବ୍ୟବସ୍ଥା କୁ ନିୟମିତ କରିବା।

୯:- ପ୍ରତ୍ୟେକ ଓଏଭି ରେ କ୍ଲର୍କ ପଦ ସୃଷ୍ଟି ହେବା ତଥା ଆଗରୁ ଥିବା କିଛି କ୍ଲର୍କ କର୍ମଚାରୀକୁ ନିୟମିତ କରିବା।

୧୦:- ଓଏଭି ଛାତ୍ରଛାତ୍ରୀମାନଙ୍କୁ ନିଟ୍ ଓ ଜେଇଇ ପରୀକ୍ଷାରେ ୧୫% ସଂରକ୍ଷଣ କରିବା ସହ ଏନ୍ଏମଏସ୍ ପରୀକ୍ଷା କୁ ଓଏଭି ରେ ସାମିଲ କରିବା।

୧୧:- ପୂର୍ବରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ ଶିକ୍ଷକଙ୍କର ପୂର୍ବ ସେବା ଅବଧିକୁ ବର୍ତମାନ ସେବାରେ ମିଶାଇବା ଓ ପୂର୍ବରୁ ଆଦର୍ଶ ବିଦ୍ୟାଳୟ ଟିଜିଟ୍ ଭାବେ କାମ କରି ପୁନର୍ବାର ପିଜିଟି ଭାବେ ଯୋଗଦେବା ଶିକ୍ଷକମାନଙ୍କୁ ଚାକିରି ଓ ଦରମାରେ ସୁରକ୍ଷା ପ୍ରଦାନ।

୧୨:- ଆର୍ଟ ଟିଚର ପୋଷ୍ଟ କୁ ଟିଜିଟ୍ ଆର୍ଟ ମାନ୍ୟତା ଦେବା।

୧୩:- ରିହାବିଲଟେସନ ଏବଂ ଡେଥ୍ ଗ୍ରାଚୁଇଟି କୁ ଅଗ୍ରାଧିକାର ଦେବା।


ଏହି ମହାସମାବେଶ ରେ ପ୍ରତ୍ୟେକ ଜିଲ୍ଲାରୁ, ପ୍ରତ୍ୟେକ ବ୍ଲକ ଓଏଭି ରୁ ୧୫୦୦ ରୁ ଅଧିକ କର୍ମଚାରୀ ସହ ଜିତିଥିବା ପୋଟଫୋଲିଓ ମେମ୍ବର, ଇବି ମେମ୍ବର,ଏସ୍ ଆର୍ ମେମ୍ବର ମାନେ ମଧ୍ୟ ଯୋଗ ଦେଇ ଉତ୍ସାହିତ କରିଥିଲେ।

ଏହି ସଭାରେ ସଭାପତି ରିପୁ ଦମନ ସୋରଭ ମିଶ୍ର ଓ ସାଧାରଣ ସମ୍ପାଦକ ଶୁଭାଶିଷ ଦାଶ୍ କହିଲେ ଯେ ସରକାର ଯଦି ୧୩ଟି ଦାବି ୧୫ ଦିନ ଭିତରେ ନ ଶୁଣନ୍ତି ତାହା ହେଲେ ଆଗମୀ ଦିନରେ ଶାନ୍ତି ପୂର୍ଣ୍ଣ ଭାବେ ମହାଆନ୍ଦୋଳନ ହେବ।

ସଂଘ ର ସଭାପତି ରିପୁ ଦମନ ସୋରଭ ମିଶ୍ର କହିଥିଲେ ଯେ ଏହି ସମସ୍ତ ଦାବି ହେଉଛି ଶିକ୍ଷାର ଗୁଣାବତ୍ତା, କର୍ମଚାରୀଙ୍କ ନ୍ୟାୟ ଓ ଓଏଭି ପରିବାରର ସମଗ୍ର ଉନ୍ନତି ପାଇଁ ଅତି ଆବଶ୍ୟକ।

ରାଜ୍ୟ ସରକାର ଶୀଘ୍ର ପ୍ରୟୋଜନୀୟ କ୍ଷେତ୍ରରେ ସ୍ୱୀକୃତି ଓ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ଏହା ଆମ ଦୃଢ଼ ଆହ୍ବାନ।

Powered by Froala Editor

Tags Adarsha vidyalaya

Related articles Odisha News Lens 4.1

  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15302
    Oct 20, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14271
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15439
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15798
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15118
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15278
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14649
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14244
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15514
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15798
    Oct 19, 2026
  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14304
    Oct 18, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15278
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17199
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17894
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14692
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15406
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14749
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14844
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15845
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13994
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15798
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15514
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14304
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In