Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଲେ ତେଜସ୍ଵୀ

ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଲେ ତେଜସ୍ଵୀ

2025-11-17 10:13:33
14662
Share:
Facebook
Twitter
E-Mail
WhatsApp
Telegram
 ବଡ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଲେ ତେଜସ୍ଵୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ବିପର୍ୟ୍ୟୟ ତାଙ୍କ ପରିବାରରେ ଅଶାନ୍ତ ଝଡ଼ ସୃଷ୍ଟି କରିଛି। ଲାଲୁଙ୍କୁ ନିଜର ଗୋଟିଏ କିଡ୍‌ନୀ ଦେଇ ଅତୀତରେ ରାଜନୀତିରେ ଚର୍ଚ୍ଚାକୁ ଆସିଥିବା ତାଙ୍କ ଦ୍ବିତୀୟ ଝିଅ ରୋହିଣୀ ଆଚାର୍ୟ୍ୟ ଦଳର ଏଭଳି ଶୋଚନୀୟ ପ୍ରଦର୍ଶନ ପାଇଁ ସିଧାସଳଖ ଭାଇ ତେଜସ୍ବୀଙ୍କୁ ଦାୟୀ କରିଛନ୍ତି। ଏପରିକି ପରିବାର ସହ ସମ୍ପର୍କ ଛିନ୍ନ କରିସାରିଛନ୍ତି। ରୋହିଣୀ ଏଭଳି ଚରମ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିବା ପୂର୍ବରୁ ସାନ ଭାଇ ତେଜସ୍ବୀଙ୍କ ସହ ପ୍ରବଳ ଯୁକ୍ତିତର୍କ ହେବା ଏବଂ ତେଜସ୍ବୀ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଚପଲ ଫିଙ୍ଗିଥିବା ଭଳି ଘଟଣା ସାମ୍ନାକୁ ଆସିଛି। କେବଳ ସେତିକି ନୁହେଁ, ଲାଲୁଙ୍କ ଅନ୍ୟ ତିନି ଝିଅ ନିର୍ବାଚନ ବିପର୍ୟ୍ୟୟ ଓ ପାରିବାରିକ ଅଶାନ୍ତି ପରେ ଘର ଛାଡିଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, ଦଳର ପ୍ରଦର୍ଶନ ପାଇଁ ତେଜସ୍ବୀ କୁଆଡେ ରୋହିଣୀଙ୍କୁ ପ୍ରଥମେ ଦାୟୀ କରିଥିଲେ। ‘ତୁମ ଯୋଗୁଁ ଆମେ ନିର୍ବାଚନ ହାରିଲୁ, ଆମ ଉପରେ ତୁମର ଅଭିଶାପ ପଡିଛି’ ବୋଲି ତେଜସ୍ବୀ କହିଥିଲେ। ଏହାପରେ ତେଜସ୍ବୀଙ୍କ ବଡ଼ ଭଉଣୀ ରୋହିଣୀଙ୍କ ଉପରକୁ ଚପଲ ଫୋପାଡିଥିଲେ। ସୂଚନାଯୋଗ୍ୟ ଏକଦା ରାଜନୀତିରେ ସକ୍ରିୟ ଥିବା ରୋହିଣୀ ଅଭିଯୋଗ କରିଛନ୍ତି ଯେ ତେଜସ୍ବୀଙ୍କ ଅତି ଘନିଷ୍ଠ କୁହାଯାଉଥିବା ସଞ୍ଜୟ ଯାଦବ ଓ ରମିଜ୍‌ ନିମତ ଖାନ ଦଳର ପରାଜୟ ପାଇଁ ଶହେ ପ୍ରତିଶତ ଦାୟୀ। ପରାଜୟ ପରେ ଏ ଦୁଇଜଣ ଦୋଷ କାହିଁକି ମୁଣ୍ଡାଉ ନାହାନ୍ତିି ବୋଲି ରୋହିଣୀ ପ୍ରଶ୍ନ କରିବାରୁ ତେଜସ୍ବୀ ଏଥିରେ ଉତ୍‌କ୍ଷିପ୍ତ ହୋଇପଡିଥିଲେ। ରାଜନୀତିରେ ଚାଣକ୍ୟ ସାଜିଥିବା ଲୋକ ଉତ୍ତରଦାୟୀ ରହିବା ଉଚିତ ବୋଲି ରୋହିଣୀ କହିଥିଲେ। ତେଜସ୍ବୀଙ୍କ ଦୁଇ ରାଜନୈତିକ ପରାମର୍ଶଦାତାଙ୍କୁ ଦୋଷ ଦେବା ରୋହିଣୀଙ୍କ ପାଇଁ ମହଙ୍ଗା ପଡିଛି। ଏହି କାରଣରୁ ତାଙ୍କୁ ଘରୁ ତଡି ଦିଆଯାଇଛି ବୋଲି ରୋହିଣୀ ଅଭିଯୋଗ କରିଛନ୍ତି।ଶନିବାର ଘଟଣାକୁ ନେଇ ରୋହିଣୀ ତାଙ୍କର ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି ଯେ ‘ଆଜି ଜଣେ ଝିଅ, ଭଉଣୀ, ବିବାହିତା ମହିଳା ଏବଂ ଜଣେ ମାଆଙ୍କୁ ଅପମାନିତ ହେବାକୁ ପଡିଛି’। ତେଜସ୍ବୀ ତାଙ୍କ ଉପରକୁ ଚପଲ ଫୋପାଡିବା ଘଟଣା ରୋହିଣୀଙ୍କ ସ୍ବାଭିମାନରେ ଆଞ୍ଚ ଆଣିଥିବା ସେ କହିଛନ୍ତି। ବାପମାଆ ଓ ଭଉଣୀମାନେ କାନ୍ଦୁଥିବାବେଳେ ଘର ଛାଡିବା ଅତ୍ୟନ୍ତ କଷ୍ଟଦାୟକ ଥିଲା ବୋଲି ରୋହିଣୀ କହିଛନ୍ତି। ତେଜସ୍ବୀ ଓ ତାଙ୍କ ସହଯୋଗୀମାନେ ମୋତେ ବାପଘର ସହ ସମ୍ପର୍କ ଛିନ୍ନ କରିବାକୁ ବାଧ୍ୟ କରିଥିବା ସେ ଅଭିଯୋଗ କରିଛନ୍ତି। 

Powered by Froala Editor

Tags Lalu yadav

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14429
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13745
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13798
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15090
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14548
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15509
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13838
    Oct 09, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14993
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14548
    Oct 08, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14429
    Oct 09, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13798
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14434
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14541
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15552
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14224
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15961
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14700
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15421
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13838
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15370
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15509
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In