ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ୬ ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର । ସୁକୁମା ଜିଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି ।
ଆଲୁରି ସୀତାରାମ ରାଜୁ ଜିଲାରେ ମାରେଡୁମେଲ୍ଲୀରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସକାଳ ୬ଟାରୁ ୭ଟା ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା । ଗୁଳି ବିନିମୟରେ ଜଣେ ଶୀର୍ଷ ମାଓନେତାଙ୍କ ସମେତ ୬ଜଣ ମାଓବାଦୀ ନିହତ ହୋଇଥିଲେ ।
Powered by Froala Editor