Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

ରାଜ୍ୟ
Home ›› ରାଜ୍ୟ ››ଏପ୍ରିଲରୁ ପ୍ରଥମ ପର୍ୟ୍ୟାୟ ଜନ ଗଣନା ପ୍ରକ୍ରିୟା ଆରମ୍ଭ, ଘରକୁ ଘର ବୁଲି ୩୪ଟି ପ୍ରଶ୍ନ କରିବେ ଜନଗଣନା ଅଧିକାରୀ

ଏପ୍ରିଲରୁ ପ୍ରଥମ ପର୍ୟ୍ୟାୟ ଜନ ଗଣନା ପ୍ରକ୍ରିୟା ଆରମ୍ଭ, ଘରକୁ ଘର ବୁଲି ୩୪ଟି ପ୍ରଶ୍ନ କରିବେ ଜନଗଣନା ଅଧିକାରୀ

2025-11-18 06:55:11
14030
Share:
Facebook
Twitter
E-Mail
WhatsApp
Telegram
ଏପ୍ରିଲରୁ ପ୍ରଥମ ପର୍ୟ୍ୟାୟ ଜନ ଗଣନା ପ୍ରକ୍ରିୟା ଆରମ୍ଭ, ଘରକୁ ଘର ବୁଲି ୩୪ଟି ପ୍ରଶ୍ନ କରିବେ ଜନଗଣନା ଅଧିକାରୀ

ଭୁବନେଶ୍ୱର: ୨୦୨୭ ଜାତୀୟ ଜନ ଗଣନା ପାଇଁ ୨୦୨୬ ଏପ୍ରିଲରୁ ପ୍ରଥମ ପର୍ୟ୍ୟାୟ ପ୍ରକ୍ରିୟା ଆରମ୍ଭ ହେବ । ଯାହା ସେପ୍ଟେମ୍ବର ମଧ୍ୟରେ ସରିବ । ତେବେ ପ୍ରଥମ ପର୍ୟ୍ୟାୟରେ କେବଳ ଗୃହ ତାଲିକା ଓ ଗୃହ ଗଣନା କରାଯିବ । ଏହି ସମୟରେ ଜନଗଣନା ଅଧିକାରୀ ଘରକୁ ଘର ବୁଲି ୩୪ଟି ପ୍ରଶ୍ନ କରିବେ । ୨୦୧୧ ଜନଗଣନା ତୁଳନାରେ ଚଳିତ ଥର ନୂଆ ପ୍ରଶ୍ନ ପଚାରିବେ । ବିଶେଷ କରି ପରିବାରରେ ବ୍ୟବହୃତ ହେଉଥିବା ପ୍ରଧାନ ଖାଦ୍ୟଶସ୍ୟ ନେଇ ପ୍ରଶ୍ନ କରିବେ । ଚାଉଳ, ଗହମ, ଯଅ, ବାଜରା, ମକା ଖାଉଥିଲେ ଅଧିକାରୀ ଲେଖିବେ । ନଚେତ ଅନ୍ୟ କୌଣସି ଖାଦ୍ୟ ସେବନ କରୁଥିଲେ ମଧ୍ୟ ଉଲ୍ଲେଖ କରିପାରିବେ ବୋଲି ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି ।

ସେହିପରି ୨୦୨୭ ଫେବ୍ରୁଆରୀରୁ ଦ୍ୱିତୀୟ ପର୍ୟ୍ୟାୟ ଜନଗଣନା ହେବ । ଏହି ପର୍ୟ୍ୟାୟରେ ଆଉ ଗୃହ ତାଲିକା କିମ୍ବା ଗୃହ ଗଣନା ନ କରି ପୂର୍ବରୁ ତାଲିକାରେ ଥିବା ଘରେ ରହୁଥିବା ଲୋକଙ୍କୁ ଜନଗଣନାରେ ସାମିଲ କରାଯିବ । ଚଳିତ ଥର ଜାତି ଜନଗଣନା କରାଯିବ । ଏ ବାବଦରେ କେନ୍ଦ୍ରରୁ ନିର୍ଦ୍ଦେଶ ଆସିଥିବା ସୂଚନା ଦିଆଯାଇଛି । ସମସ୍ତ ତଥ୍ୟ ଏଥର ଡିଜିଟାଲ୍ ମାଧ୍ୟମରେ ସଂଗ୍ରହ କରାଯିବ । ଯାହା ସେନସସ୍ ମ୍ୟାନେଜମେଣ୍ଟ ଆଣ୍ଡ୍ ମନିଟରିଂ ସିଷ୍ଟମ(ସିଏମ୍ଏମ୍ଏସ୍)ରେ ରହିବ । ଯେଉଁ ଘର ଜନଗଣନା ସରିବ, ତାହା ଜିଓ ଟ୍ୟାଗିଂ ହୋଇଯିବ । ଫଳରେ ଡିଜିଟାଲ୍ ମ୍ୟାପ୍‌ର ଜିଓ ରେଫରେନ୍ସ ମିଳିବାରେ ସୁବିଧା ହେବ । ଏହି କାର୍ୟ୍ୟକ୍ରମକୁ ସଫଳ ଭାବେ ତୁଲାଇବା ନେଇ କୃତ୍ରିମ ବୁଦ୍ଧିମତା(ଏଆଇ)ର ବ୍ୟବହାର କରାଯିବ ।

ଓଡ଼ିଶାରେ ଜନଗଣନା କାର୍ୟ୍ୟକ୍ରମକୁ ସଫଳ କରିବା ପାଇଁ ପାଖାପାଖି ୩୫ ଲକ୍ଷ ଗଣନାକାରୀ, ସୁପରଭାଇଜର୍ ଏବଂ ଅନ୍ୟ ଜନଗଣନା ଅଧିକାରୀ ନିୟୋଜିତ ହେବେ । ଜନଗଣନା ଅଧିକାରୀ ଲୋକଙ୍କ ଘରକୁ ଯିବା ବେଳେ ବୟସ, ଲିଙ୍ଗ, ବୈବାହିକ ସ୍ଥିତି, ପ୍ରଜନନ ସମ୍ବନ୍ଧୀୟ ତଥ୍ୟ, ପରିବାର ମୁଖିଆଙ୍କ ସହ ସମ୍ପର୍କ ଓ ପରିବାରର ଆକାର ବାବଦରେ ପଚାରିବେ । ଏହା ବ୍ୟତୀତ ଶିକ୍ଷା, ଅର୍ଥନୈତିକ କାର୍ୟ୍ୟକଳାପ, ଜନ୍ମସ୍ଥାନ, ଧର୍ମ, ଭାଷା, ଅକ୍ଷମତା ସ୍ଥିତି ବାବଦରେ ମଧ୍ୟ ବୁଝିବେ । 

Powered by Froala Editor

Tags Census

Related articles Odisha News Lens 4.1

  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14739
    Mar 25, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15100
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13906
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15092
    Mar 25, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14406
    Mar 27, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13640
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15126
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14220
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14207
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15020
    Mar 26, 2026
  • ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14739
    Mar 25, 2026
  • ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14220
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15092
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14989
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13973
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15124
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15671
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15527
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13827
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14220
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13906
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15020
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In