Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେବଗଡ଼ର ବିନୟ ଶ୍ରୀକାନ୍ତ ତାଞ୍ଜାନିଆରେ ଭାରତର ଲୋକାୟୁକ୍ତ ଭାବେ ନିଯୁକ୍ତ

ଦେବଗଡ଼ର ବିନୟ ଶ୍ରୀକାନ୍ତ ତାଞ୍ଜାନିଆରେ ଭାରତର ଲୋକାୟୁକ୍ତ ଭାବେ ନିଯୁକ୍ତ

2021-07-20 17:27:29
13886
Share:
Facebook
Twitter
E-Mail
WhatsApp
Telegram
ଦେବଗଡ଼ର ବିନୟ ଶ୍ରୀକାନ୍ତ ତାଞ୍ଜାନିଆରେ ଭାରତର ଲୋକାୟୁକ୍ତ ଭାବେ ନିଯୁକ୍ତ

ଓଡ଼ିଶା ଦେବଗଡରେ ଜନ୍ମିତ ଆଇଏଫ୍‌ଏସ୍ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି । ବିନୟ ଶ୍ରୀକାନ୍ତଙ୍କୁ  ଭାରତ ସରକାର ନିଯୁକ୍ତି ଦେଇଥିବା ନେଇ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ଖୁବ ଶୀଘ୍ର ସେ ନୂଆ ପଦ ଗ୍ରହଣ କରିବେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି । 

ସୂଚାନଯୋଗ୍ୟ, ଶ୍ରୀ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୂଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନସ୍ଥିତ ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । 

Powered by Froala Editor

Tags binay srikant

Related articles Odisha News Lens 4.1

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13280
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15401
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14936
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13922
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15501
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14127
    Feb 15, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15463
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15396
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15289
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15501
    Feb 14, 2026
  • ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15049
    Feb 14, 2026
  • ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15401
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15396
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15847
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16321
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14068
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14713
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16068
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14936
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15396
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13922
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In