ଏନକାଉଣ୍ଟରରେ ୭ ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡ଼ମିଲ୍ଲୀ ଜଙ୍ଗଲ ରେ ଆଜି ପୁଣି ପୁଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ପୁଲିସର ଏନକାଉଣ୍ଟର ରେ ୭ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।
Powered by Froala Editor