Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ

ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ

2025-11-19 07:21:31
14650
Share:
Facebook
Twitter
E-Mail
WhatsApp
Telegram
ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ


ଭୁବନେଶ୍ୱର: ରାଜ୍ୟରେ ସମସ୍ତ ଶିଶୁଙ୍କର ପୁଷ୍ଟି ସାଧନ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା  ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ମିଶନର ଶୁଭାରମ୍ଭ କରିଛନ୍ତି । ଓଡ଼ିଶା ପୁଷ୍ଟି ମିଶନ ଅଧୀନରେ ସୁପୋଷିତ ଓଡ଼ିଶା ମିଶନ ରାଜ୍ୟରେ ଶିଶୁମାନଙ୍କୁ କୁପୋଷଣରୁ ରୋକିବା ସହିତ ପ୍ରତ୍ୟେକ ଶିଶୁର ସ୍ୱାସ୍ଥ୍ୟ ଏବଂ ଅଭିବୃଦ୍ଧିକୁ ସୁନିଶ୍ଚିତ କରିବାକୁ ଲକ୍ଷ୍ୟ ରହିଛି । ଏହି ମିଶନ ଦ୍ୱାରା ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ସୁପୋଷିତ କେନ୍ଦ୍ରରେ ପରିଣତ କରାଯିବାର ମହତ୍ତ୍ୱାକାଂକ୍ଷୀ ଲକ୍ଷ୍ୟ ରଖାଯାଇଛି । କମ୍‌ ଓଜନ ଓ ଦୁର୍ବଳ ଶିଶୁଙ୍କ ପାଇଁ ଉପଯୁକ୍ତ ଯତ୍ନ ନିଆଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ଏତଦ୍‌ବ୍ୟତୀତ ବିଭାଗ ଦ୍ୱାରା ସମୀକ୍ଷା ଓ ତଦାରଖ ଡ୍ୟାସ୍‌ବୋର୍ଡ ପ୍ରଚଳନ କରାଯାଇଛି । ଏହା ଦ୍ୱାରା ପୋଷଣ ଟ୍ରାକର ତଥ୍ୟକୁ ତୁରନ୍ତ ସମୀକ୍ଷା କରାଯିବ । ଏହା ଦ୍ୱାରା ବାସ୍ତବିକ ବ୍ୟବଧାନକୁ ଚିହ୍ନଟ କରି ସମୁଚିତ ପଦକ୍ଷେପ ଗ୍ରହଣ କରାଯିବ । ଏଥି ସହିତ ଉନ୍ନତ ପୁଷ୍ଟି ଫଳାଫଳ ନିମନ୍ତେ ଆନ୍ତଃବିଭାଗୀୟ ସହଭାଗିତାକୁ ସୁଦୃଢ଼ କରିବା ପାଇଁ ଏକ ମିଳିତ ପରାମର୍ଶ ଜାରି କରାଯିବ । ମହିଳା ଓ ଶିଶୁ ବିକାଶ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ, ଅନୁସୂଚିତ ଜନଜାତି ଓ ଅନୁସୂଚି ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ, କ୍ରୀଡ଼ା ଓ ଯୁବସେବା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମିଳିତ ଭାବରେ ଏକ ଏକକୀକୃତ ସେବା ପ୍ରଦାନ ମଡେଲ ପ୍ରସ୍ତୁତ କରି ହିତାଧିକାରୀଙ୍କ ରକ୍ତହୀନତା, ଗେଡ଼ାପଣ, କ୍ଷୀଣକାୟ ଅବସ୍ଥା ହ୍ରାସ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବେ । ଏହା ଦ୍ୱାରା ରାଜ୍ୟରେ ଶିଶୁମାନଙ୍କର ପୁଷ୍ଟିସାଧନରେ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି । ସେହିଭଳି ଓଡ଼ିଶାର ବିଭିନ୍ନ ସ୍ଥାନର ଖାଦ୍ୟକୁ ନେଇ ଏକ ରୋଷେଇ ପୁସ୍ତକ ମଧ୍ୟ ଉନ୍ମୋଚିତ ହୋଇଛି ।

ଏତଦ୍‌ବ୍ୟତୀତ ଓଡ଼ିଶାରେ ପୋଷଣର ପରିଦୃଶ୍ୟ ଉପରେ ଏକ କଫିଟେବୁଲ୍‌ ବୁକ୍‌କୁ ମଧ୍ୟ ସେ ଉନ୍ମୋଚିତ କରିଛନ୍ତି । ଏହା ସମସ୍ତଙ୍କ ନିକଟରେ ଉପଲବ୍ଧ ହେବା ଦ୍ୱାରା ସମସ୍ତ ଅଙ୍ଗନବାଡ଼ି କର୍ମୀ, ପାଚିକା, ସ୍ୱୟଂ ସହାୟକ ଗୋଷ୍ଠୀ ଓ ମହିଳା ସଦସ୍ୟା, ମା’ ଏବଂ କିଶୋରୀମାନେ ମଧ୍ୟ ଖାଦ୍ୟ ଗୁଣବତ୍ତାସଂପନ୍ନ ପ୍ରସ୍ତୁତ ପ୍ରଣାଳୀକୁ ଅନୁସରଣ କରିପାରିବେ । 

ଏହି ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ସମ୍ୱନ୍ୱିତ ଶିଶୁ ବିକାଶ ସେବା ନିର୍ଦ୍ଦେଶିକା ମନୀଷା ବାନାର୍ଜୀ, ଅତିରିକ୍ତ ଶାସନ ସଚିବ ସ୍ୱୟଂପ୍ରଭା ମହାନ୍ତି, ନିଲୁ ମହାପାତ୍ର,  ଅନନ୍ତ ନାରାୟଣ ସିଂ ଲାଗୁରି ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags Suposita odisha mission

Related articles Odisha News Lens 4.1

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15508
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15011
    Feb 27, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15646
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13929
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13688
    Feb 26, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13343
    Feb 27, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13715
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13857
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14236
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15646
    Feb 26, 2026
  • ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14450
    Feb 27, 2026
  • ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13929
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13857
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13929
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15229
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15885
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16173
    Feb 21, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15119
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14483
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16096
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13688
    Feb 26, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13715
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15011
    Feb 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In