Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

Home ›› ››ରାଉରକେଲା ଇସ୍ପାତ କାରଖାନା କ୍ଷମତା ବୃଦ୍ଧି ପାଇଁ ନିବେଶ ହେବ ୩୦,୦୦୦ କୋଟି

ରାଉରକେଲା ଇସ୍ପାତ କାରଖାନା କ୍ଷମତା ବୃଦ୍ଧି ପାଇଁ ନିବେଶ ହେବ ୩୦,୦୦୦ କୋଟି

2025-11-19 18:39:34
15387
Share:
Facebook
Twitter
E-Mail
WhatsApp
Telegram
ରାଉରକେଲା ଇସ୍ପାତ କାରଖାନା କ୍ଷମତା ବୃଦ୍ଧି ପାଇଁ ନିବେଶ ହେବ ୩୦,୦୦୦ କୋଟି

କେନ୍ଦ୍ର ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀ ରାଉରକେଲା ଇସ୍ପାତ କାରଖାନା (RSP)ର ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ ୨୦୩୦ ସୁଦ୍ଧା RSPର ବାର୍ଷିକ ଉତ୍ପାଦନ କ୍ଷମତାକୁ ଦ୍ୱିଗୁଣିତ କରି ୯.୮ ମିଲିୟନ ଟନ୍କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି।

କେନ୍ଦ୍ର ଇସ୍ପାତ ଏବଂ ଭାରୀ ଶିଳ୍ପ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ସହିତ ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ବିକାଶ, ବିଶେଷକରି ରାଉରକେଲା ଇସ୍ପାତ କାରଖାନା (ଆରଏସପି)ର ପରିଚାଳନା ଏବଂ ସମ୍ପ୍ରସାରଣ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ବୈଠକରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ମଧ୍ୟ ଉପସ୍ଥିତ ଥିଲେ।

ଆଲୋଚନାକୁ ‘ଫଳପ୍ରଦ’ ବୋଲି ଅଭିହିତ କରି କେନ୍ଦ୍ରମନ୍ତ୍ରୀ କୁମାରସ୍ୱାମୀ କହିଛନ୍ତି, ଏକ ଅଗ୍ରଣୀ ଇସ୍ପାତ ଏବଂ ଖଣି ହବ୍ ଭାବରେ ଓଡ଼ିଶାର ସ୍ଥିତିକୁ ସୁଦୃଢ଼ କରିବା ଉପରେ ଆଲୋଚନା ହୋଇଛି। ଇସ୍ପାତ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଏହା ସହିତ କାରଖାନାକୁ ବିଶ୍ୱସ୍ତରରେ ପ୍ରତିଯୋଗୀତାମୂଳକ କରିବା ପାଇଁ ପ୍ରାୟ ୯,୦୦୦ କୋଟି ଟଙ୍କା ବ୍ୟୟରେ ଆଧୁନିକୀକରଣ କାର୍ଯ୍ୟ କରାଯିବ। ମନ୍ତ୍ରୀ ଶ୍ରୀ କୁମାରସ୍ୱାମୀ ତାଙ୍କ ଗସ୍ତ ସମୟରେ ପ୍ରାୟ ୧,୧୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ବାର୍ଷିକ ୧ ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଏକ ଅତ୍ୟାଧୁନିକ ସ୍ଲାବ୍ କଷ୍ଟର୍ ୟୁନିଟ୍‌କୁ ଉଦ୍‌ଘାଟନ କରିଥିଲେ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଏହି ସମ୍ପ୍ରସାରଣ ଦ୍ୱାରା ସ୍ଥାନୀୟ ଯୁବକମାନଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ, MSME ଗୁଡ଼ିକ ପାଇଁ ସୁଯୋଗ ବଢ଼ିବ ଏବଂ RSP ଉଚ୍ଚ-ଗୁଣବତ୍ତା ବିଶିଷ୍ଟ ଇସ୍ପାତର ଏକ ପ୍ରମୁଖ ଉତ୍ପାଦକ ଭାବରେ ସ୍ଥାନ ପାଇବ।

Powered by Froala Editor

Tags rkl

Related articles Odisha News Lens 4.1

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13742
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15041
    Feb 27, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15536
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13885
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13373
    Feb 27, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14479
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14263
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13956
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13715
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13715
    Feb 26, 2026
  • ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14263
    Feb 26, 2026
  • ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15536
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13885
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13956
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15256
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15888
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16176
    Feb 21, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15119
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14971
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14484
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16097
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13373
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13715
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15041
    Feb 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In