Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, December 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ

  • ଦୀପାବଳିକୁ ୟୁନେସ୍କୋରେ ସାମିଲ

  • ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ ବ୍ୟାନ୍

  • ବାରବାଟୀରେ ବଡ଼ ବିଜୟ, ଜିତିଲା ଭାରତ

  • ଆଉ ଜଣେ ମୀରା...କୃଷ୍ଣଙ୍କୁ ସ୍ୱାମୀ ଭାବେ ...

  • ଭାରତରେ AI ପାଇଁ ମାଇକ୍ରୋସଫ୍ଟର ୧୭.୫ ...

  • ସ୍ମୃତିଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ଭାଇରାଲ

  • ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ...

  • ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ...

  • ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

2025-11-19 18:40:13
14576
Share:
Facebook
Twitter
E-Mail
WhatsApp
Telegram
ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

ଆମେରିକାରୁ ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ ବିଷ୍ନୋଇ । ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ ଏବଂ ବାବା ସିଦ୍ଦିକି ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ହେଉଛି ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ନୋଇ। ତାକୁ ଆମେରିକାରୁ ଭାରତକୁ ପ୍ରତ୍ୟର୍ପଣ କରାଯାଇଛି।

ଆମେରିକାରୁ ପ୍ରତ୍ୟାର୍ପଣ ପରେ ଅନମୋଲ ବିଷ୍ନୋଇକୁ ଏନଆଇଏ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ହାଜର କରିଥିଲା। ଏହା ପରେ କୋର୍ଟ ତାକୁ ୧୧ ଦିନ ପାଇଁ NIA ହେପାଜତକୁ ପଠାଇ ଦେଇଛନ୍ତି। ଏଜେନ୍ସି  ଅନମୋଲ ପାଇଁ ୧୫ ଦିନର ହେପାଜତ ମାଗିଥିଲା, କିନ୍ତୁ କୋର୍ଟ ୧୧ ଦିନର ଏନଆଇଏ ହେପାଜତ ମଞ୍ଜୁର କରିଛି।

ଆମେରିକାରେ ରହୁଥିବା ଅନମୋଲ ବିଷ୍ନୋଇ ୨୦୨୨ ମସିହାରୁ ପଳାତକ ଥିଲେ। ସେ ଜେଲରେ ଥିବା ତାଙ୍କ ଭାଇ ଲରେନ୍ସ ବିଷ୍ନୋଇଙ୍କ ଦ୍ୱାରା ପରିଚାଳିତ ଆତଙ୍କୀ ସିଣ୍ଡିକେଟ୍ର ୧୯ ତମ ଅଭିଯୁକ୍ତ। ମାର୍ଚ୍ଚ ୨୦୨୩ ରେ ତାଙ୍କ ବିରୁଦ୍ଧରେ NIA ଏକ ଚାର୍ଜସିଟ୍ ଦାଖଲ କରିଥିଲା। NIAର ତଦନ୍ତ ଅନୁଯାୟୀ, ଅନମୋଲ ୨୦୨୦ ରୁ ୨୦୨୩ ମଧ୍ୟରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛନ୍ତି, ଯେଉଁଥିରେ ଗୋଲଡି ବରାଡ ଏବଂ ଲରେନ୍ସ ବିଷ୍ନୋଇଙ୍କୁ ସିଧାସଳଖ ସହାୟତା କରିଥିଲେ। ସେ ଭାରତରେ ବିଭିନ୍ନ ଘଟଣାରେ ଯୋଜନା କରିବା ଏବଂ ମୁଖ୍ୟ ଭୂମିକା ଗ୍ରହଣ କରିବାରେ ସାମିଲ ଥିଲେ।

NIA ଦାବି କରିଛି ଯେ ଏହି ସମ୍ପୂର୍ଣ୍ଣ ନେଟୱାର୍କ ବବ୍ବର ଖାଲସା ଇଣ୍ଟରନ୍ୟାସନାଲ୍ (BKI) ଭଳି ଆତଙ୍କବାଦୀ ସଂଗଠନ ସହିତ ଜଡିତ ଏବଂ ସେମାନଙ୍କର ଲକ୍ଷ୍ୟ ହେଉଛି ଦେଶରେ ଅସ୍ଥିରତା ଏବଂ ଭୟ ପ୍ରସାର କରିବା।

Powered by Froala Editor

Tags anmol

Related articles Odisha News Lens 4.1

  • ଭାରତରେ AI ପାଇଁ ମାଇକ୍ରୋସଫ୍ଟର ୧୭.୫ ବିଲିୟନ ଆମେରିକୀୟ ଡଲାର ନିବେଶ
    ଦେଶ-ଦେଶାନ୍ତର

    ଭାରତରେ AI ପାଇଁ ମାଇକ୍ରୋସଫ୍ଟର ୧୭.୫ ବିଲିୟନ ଆମେରିକୀୟ ଡଲାର ନିବେଶ

    14477
    Dec 09, 2025
  • ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର

    15657
    Dec 09, 2025
  • ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ

    13966
    Dec 10, 2025
  • ଆଉ ଜଣେ ମୀରା...କୃଷ୍ଣଙ୍କୁ ସ୍ୱାମୀ ଭାବେ ବିବାହ କଲେ
    ଦେଶ-ଦେଶାନ୍ତର

    ଆଉ ଜଣେ ମୀରା...କୃଷ୍ଣଙ୍କୁ ସ୍ୱାମୀ ଭାବେ ବିବାହ କଲେ

    14473
    Dec 09, 2025
  • ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି
    ଦେଶ-ଦେଶାନ୍ତର

    ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

    14716
    Dec 09, 2025
  • ଦୀପାବଳିକୁ ୟୁନେସ୍କୋରେ ସାମିଲ
    ଦେଶ-ଦେଶାନ୍ତର

    ଦୀପାବଳିକୁ ୟୁନେସ୍କୋରେ ସାମିଲ

    15052
    Dec 10, 2025
  • ବାରବାଟୀରେ ବଡ଼ ବିଜୟ, ଜିତିଲା ଭାରତ
    ଖେଳ ଖବର

    ବାରବାଟୀରେ ବଡ଼ ବିଜୟ, ଜିତିଲା ଭାରତ

    13722
    Dec 09, 2025
  • ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ ବ୍ୟାନ୍
    ଦେଶ-ଦେଶାନ୍ତର

    ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ ବ୍ୟାନ୍

    15502
    Dec 10, 2025
  • ସ୍ମୃତିଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ଭାଇରାଲ
    ଦେଶ-ଦେଶାନ୍ତର

    ସ୍ମୃତିଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ଭାଇରାଲ

    15286
    Dec 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

    14716
    Dec 09, 2025
  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର

    15657
    Dec 09, 2025
  • ଦେଶ-ଦେଶାନ୍ତର

    ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ଝଟକା, ନାଗରିକତା ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ

    15364
    Dec 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17095
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17187
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17530
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16004
    Apr 03, 2021

ବିଶେଷ

  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    15797
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13650
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15918
    Dec 08, 2025
  • ରାତିରେ ଶୋଇବା ପୂର୍ବରୁ କେତେବେଳେ ପଇବେ ପାଣି

    15850
    Dec 06, 2025
  • କଦଳୀ ଚୋପାରେ ଲୁଚି ରହିଛି ମହିଳାଙ୍କ ସୌନ୍ଦର୍ଯ୍ୟ

    15734
    Dec 05, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15125
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14231
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14858
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15094
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

    14716
    Dec 09, 2025
  • ଦୀପାବଳିକୁ ୟୁନେସ୍କୋରେ ସାମିଲ

    15052
    Dec 10, 2025
  • ସ୍ମୃତିଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ଭାଇରାଲ

    15286
    Dec 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In