Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

Home ›› ››ଯଦି ହିନ୍ଦୁ ବଞ୍ଚିବେ ନାହିଁ, ତେବେ ବିଶ୍ୱ ବଞ୍ଚିବ ନାହିଁ: ମୋହନ ଭାଗବତ

ଯଦି ହିନ୍ଦୁ ବଞ୍ଚିବେ ନାହିଁ, ତେବେ ବିଶ୍ୱ ବଞ୍ଚିବ ନାହିଁ: ମୋହନ ଭାଗବତ

2025-11-22 09:26:19
13812
Share:
Facebook
Twitter
E-Mail
WhatsApp
Telegram
ଯଦି ହିନ୍ଦୁ ବଞ୍ଚିବେ ନାହିଁ, ତେବେ ବିଶ୍ୱ ବଞ୍ଚିବ ନାହିଁ: ମୋହନ ଭାଗବତ

ଇମ୍ଫାଲ: ହିନ୍ଦୁ ନରହିଲେ ବିଶ୍ବର ଅସ୍ତିତ୍ବ ରହିବ ନାହିଁ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମୁଖ୍ୟ ମୋହନ ଭାଗବତ ଏବେ ୩ଦିନିଆ ମଣିପୁର ଗସ୍ତରେ ଥିବା ବେଳେ ଏଭଳି କହିଛନ୍ତି। ଇମ୍ଫାଲରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ସଭ୍ୟତା, ସମାଜ ଏବଂ ରାଷ୍ଟ୍ରର ଶକ୍ତି ବିଷୟରେ ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ, "ଆମେ ଏକ ମୌଳିକ ସାମାଜିକ ନେଟୱାର୍କ ସୃଷ୍ଟି କରିଛୁ, ଯାହା ଯୋଗୁଁ ହିନ୍ଦୁ ସମାଜ ବଞ୍ଚି ରହିବ। ଯଦି ହିନ୍ଦୁ ବଞ୍ଚିବେ ନାହିଁ, ତେବେ ବିଶ୍ୱ ବଞ୍ଚିବ ନାହିଁ। ବିଶ୍ବର ଅସ୍ତିତ୍ବ ରହିବ ନାହିଁ।"
ଭାଗବତ ଆହୁରି କହିଥିଲେ ଯେ, "ସମସ୍ତଙ୍କୁ ପରିସ୍ଥିତି ବିଷୟରେ ବିଚାର କରିବାକୁ ପଡେ। ପରିସ୍ଥିତି ଆସେ ଏବଂ ଯାଏ। ବିଶ୍ୱର ବିଭିନ୍ନ ଦେଶ ବିଭିନ୍ନ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। କିଛି ଦେଶ ଶେଷ ମଧ୍ୟ ହୋଇଯାଇଛି। କିନ୍ତୁ ଭାରତର ଅସ୍ତିତ୍ୱ ଏବେ ବି ଅକ୍ଷୁର୍ଣ୍ଣ ରହିଛି। ଭାରତ ହେଉଛି ଏକ ଅମର ସମାଜର ଏବଂ ଅମର ସଭ୍ୟତାର ନାମ । ଅନେକ ଆସିଲେ, ଚମକିଲେ ଏବଂ ଚାଲିଗଲେ। ଆମେ ସମସ୍ତଙ୍କର ଉତ୍ଥାନ ଏବଂ ପତନ ଦେଖିଛୁ। ଏତେ ବର୍ଷ ପରେ ବି ଆମର ଅସ୍ତିତ୍ବ ଦିନକୁ ଦିନ ସୁଦୃଢ଼ ହେବାରେ ଲାଗିଛି। ଆମର ଏବେ ବି ଅସ୍ତିତ୍ୱ ଅଛି ଏବଂ ଆଗକୁ ରହିବ କାରଣ ଆମେ ଆମ ସମାଜ ପାଇଁ ଏକ ମୌଳିକ ନେଟୱାର୍କ ନିର୍ମାଣ କରିଛୁ। ସେଥିପାଇଁ, ହିନ୍ଦୁ ସମାଜ ବଞ୍ଚି ରହିବ। ହିନ୍ଦୁ ବିନା, ବିଶ୍ୱର ଅସ୍ତିତ୍ୱ ରହିବ ନାହିଁ। କାରଣ ହିନ୍ଦୁ ସମାଜ ହିଁ ସମୟ ସମୟରେ ବିଶ୍ୱକୁ ଧର୍ମର ପ୍ରକୃତ ଅର୍ଥ ଏବଂ ମାର୍ଗଦର୍ଶନ ପ୍ରଦାନ କରେ। ଏହା ଆମର ଈଶ୍ୱର-ପ୍ରଦତ୍ତ କର୍ତ୍ତବ୍ୟ।"

Powered by Froala Editor

Tags Mohan bhagbat

Related articles Odisha News Lens 4.1

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14930
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15797
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15040
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13614
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15515
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13534
    Mar 13, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15606
    Mar 13, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14126
    Mar 13, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15440
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14930
    Mar 12, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13614
    Mar 12, 2026
  • ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14126
    Mar 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13614
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14288
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15065
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14819
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15269
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15677
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13614
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଥିଲେ

    15606
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13819
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In