Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

ରାଜ୍ୟ
Home ›› ରାଜ୍ୟ ››ଲିଜ୍ ଆବଣ୍ଟନ ପାଇଁ ହେବ ଇ-ଲଟେରି

ଲିଜ୍ ଆବଣ୍ଟନ ପାଇଁ ହେବ ଇ-ଲଟେରି

2025-11-22 19:57:18
15587
Share:
Facebook
Twitter
E-Mail
WhatsApp
Telegram
ଲିଜ୍ ଆବଣ୍ଟନ ପାଇଁ ହେବ ଇ-ଲଟେରି

ରାଜ୍ୟରେ ଲଘୁ ଖଣି ଲିଜ୍ ଆବଣ୍ଟନ ପାଇଁ ଇ-ଲଟେରି ବ୍ୟବସ୍ଥା ପ୍ରଚଳନ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ କ୍ୟାବିନେଟ ବୈଠକରେ ଏହି ତିନି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ସମେତ ମୋଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୩୦ତମ ବୈଠକ ଶୁକ୍ରବାର ହୋଇଥିଲା।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କ୍ୟାବିନେଟ ବୈଠକରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ଆଲୋଚନା ସହ ଅନୁମୋଦନ ମିଳିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଓଡ଼ିଶା ଲଘୁ ଖଣିଜ ରିଆତି ନିୟମ ୨୦୧୬ରେ ସଂଶୋଧନ କରାଯାଇଛି।

ରାଜ୍ୟରେ ଲଘୁ ଖଣି ଲିଜ୍‌ ଆବଣ୍ଟନ ଏଣିକି ଇ-ଲଟେରି ବ୍ୟବସ୍ଥା ଅନୁସାରେ ହେବ। ଏହି ନୂଆ ବ୍ୟବସ୍ଥା ଲଘୁ ଖଣିଜ ଉତ୍ସଗୁଡ଼ିକର ଆବଣ୍ଟନ ଏବଂ କାର୍ଯ୍ୟକ୍ଷମତାକୁ ତ୍ବରାନ୍ବିତ କରିବା ସହ ଯୋଗାଣ-ଚାହିଦା ମଧ୍ୟରେ ଥିବା ବ୍ୟବଧାନକୁ ହ୍ରାସ କରିବ। ସୁଲଭ ମୂଲ୍ୟରେ ଲଘୁ ଖଣିଜ ଯୋଗାଣ ସୁନିଶ୍ଚିତ ହେବ। ଏହାଛଡ଼ା ଘରୋଇ ଜମି ଓ ଇଡ୍‌କୋ ଲିଜ୍ ପ୍ରାପ୍ତ ଜମିରେ କୌଣସି ଉନ୍ନୟନମୂଳକ କାର୍ଯ୍ୟ ସମୟରେ ଉତ୍ତୋଳିତ ଲଘୁ ଖଣିଜର ବିନିଯୋଗ ପାଇଁ ନୂତନ ବ୍ୟବସ୍ଥା ପ୍ରଚଳନ କରାଯାଇଛି।

ସେହିପରି ରାଜ୍ୟରେ ଖଣିଜ ପଦାର୍ଥର ଚୋରା ଚାଲାଣ ଓ ବେଆଇନ ଖନନ ରୋକିବା ପାଇଁ ‘ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ ୨୦୨୫ ପ୍ରଣୟନ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଏହା ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ। ଏହି ନୂତନ ନିୟମ ଦ୍ୱାରା ଖଣିଜ ପ୍ରଶାସନ ଅଧିକ ଦକ୍ଷ ହେବ ଏବଂ ବେଆଇନ କାରବାର ଉପରେ ଅଙ୍କୁଶ ଲଗାଯାଇପାରିବ।

ସେହିପରି ପୁଲିସ ଓ ଅନ୍ୟାନ୍ୟ ୟୁନିଫର୍ମ ସେବା ପାଇଁ ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ‘ଓଡ଼ିଶା ୟୁନିଫର୍ମଡ୍ ସର୍ଭିସ ଷ୍ଟାଫ ସିଲେକ୍ସନ କମିସନ’ ବା ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ମନୋନୟନ ଆୟୋଗ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags lottery

Related articles Odisha News Lens 4.1

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13956
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14776
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15270
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14013
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14307
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14779
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13607
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14661
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15597
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13607
    May 30, 2026
  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13956
    May 31, 2026
  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15597
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16898
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17518
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17567
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17955
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14661
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14776
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14495
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15360
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14942
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15442
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15187
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15670
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14009
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15597
    May 31, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13956
    May 31, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13607
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In