ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଯାଉଛନ୍ତି । ଆନନ୍ଦପୁରରେ ଏକ ବିବାହ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେବେ, ଏହାପରେ ରାଇକଳା ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତାରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।
Powered by Froala Editor