Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

ରାଜ୍ୟ
Home ›› ରାଜ୍ୟ ››୨୪ଘଣ୍ଟାରେ ଅବପାତରେ ହେବ ପରିଣତ

୨୪ଘଣ୍ଟାରେ ଅବପାତରେ ହେବ ପରିଣତ

2025-11-25 05:48:00
14545
Share:
Facebook
Twitter
E-Mail
WhatsApp
Telegram
୨୪ଘଣ୍ଟାରେ ଅବପାତରେ ହେବ ପରିଣତ

ଭୁବନେଶ୍ବର: ମାଲାକ୍କା ସମୁଦ୍ର ଅଞ୍ଚଳ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଉପରେ ଗୋଟିଏ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଅଗ୍ରସର ହେବ। ପୁଣି ଅଧିକ ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାରେ ପରିଣତ ହେବ ବୋଲି ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ତାହା ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ।

ଏନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ଉପରେ ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ.ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ବାତ୍ୟା ଆକଳନ କରାଯାଇଥିଲେ ମଧ୍ୟ ଓଡ଼ିଶା ଉପରେ କ’ଣ ପ୍ରଭାବ ପଡ଼ିବ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଆକଳନ କରାଯାଇନାହିଁ। ଯଦି କିଛି ଆକଳନ କରାଯାଏ ତେବେ ଆଗାମୀ ଦିନରେ ସ୍ପଷ୍ଟ କରାଯିବ ବୋଲି ସେ କହିଛନ୍ତି। କିନ୍ତୁ ଆଇଏମଡି ତାମିଲନାଡୁ, କେରଳ ଏବଂ ଆନ୍ଧ୍ରପ୍ରଦେଶ ରାଜ୍ୟକୁ ବର୍ଷା ସତର୍କତା ଜାରି କରିଛି। ଓଡ଼ିଶା ଉପରେ ବର୍ଷା ପ୍ରଭାବ ନେଇ କୌଣସି ସୂଚନା ଦେଇନାହିଁ।

ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ମାଲାକ୍କା ପ୍ରଣାଳୀ ସିଷ୍ଟମଟି ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତ ରୂପ ନେଇପାରେ। ଯଦି ବାତ୍ୟା ରୂପ ଧାରଣ କରେ ତେବେ ସମୁଦ୍ର ଭିତରେ ଦୁର୍ବଳ ହୋଇଯିବା ଅଧିକ ସମ୍ଭାବନା ରହିଛି। ଭାରତ ଉପକୂଳ ଆଡ଼କୁ ମୁହଁାଇବାର ସମ୍ଭାବନା କମ ରହିଛି। ସେପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୭ କିମ୍ବା ୨୮ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ତାମିଲନାଡୁ କିମ୍ବା ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଇଁବାର ପ୍ରାରମ୍ଭିକ ଆକଳନ କରାଯାଉଛି। ଯଦି ତାମିଲନାଡୁରେ ସ୍ଥଳଭାଗ ଅତିକ୍ରମ କଲା, ତେବେ ଦକ୍ଷିଣ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବନାହିଁ। ଯଦି ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଅତିକ୍ରମ କରୁଛି ତେବେ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

Powered by Froala Editor

Tags Low pressure

Related articles Odisha News Lens 4.1

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14845
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15285
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13552
    Aug 25, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    14004
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13497
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13651
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13802
    Aug 26, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15186
    Aug 25, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14178
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14178
    Aug 26, 2026
  • ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13497
    Aug 26, 2026
  • ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13802
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13651
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15224
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15584
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16114
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14030
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14011
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14845
    Aug 26, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14178
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13802
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In