ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର: ପଦ ଛାଡିଛନ୍ତି ବରିଷ୍ଠ ବିଜେଡି ନେତା ଦେବାଶିଷ ସାମନ୍ତରାୟ । ବିଜେଡିରୁ ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ଥଫା ପତ୍ର ପଠାଇଛନ୍ତି । ଦଳ ତାଙ୍କୁ ଆଉ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡିଥିବା ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।
Powered by Froala Editor