Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗ ଭୋଟର ତାଲିକା ସମ୍ପର୍କରେ ...

  • ପିଏଫ୍ ଜମା ଉଠାଇବା ଏବେ ହୋଇଗଲା ଆହୁରି ...

  • ସୁସ୍ଥ ରହିବା ପାଇଁ ପ୍ରୟାସ କରିବାକୁ ...

  • ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

  • ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ

  • ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ ...

  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ...

  • ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ ...

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

  • ଏହି ଦୁଇ କଲେଜକୁ ବୋମା ଧମକ

Home ›› ››ଜେଲ୍‌ରେ ଶିଶୁକନ୍ୟା ଜନ୍ମ ଦେଲେ ମୁସକାନ

ଜେଲ୍‌ରେ ଶିଶୁକନ୍ୟା ଜନ୍ମ ଦେଲେ ମୁସକାନ

2025-11-25 20:00:34
16088
Share:
Facebook
Twitter
E-Mail
WhatsApp
Telegram
ଜେଲ୍‌ରେ ଶିଶୁକନ୍ୟା ଜନ୍ମ ଦେଲେ ମୁସକାନ

ସ୍ୱାମୀ ସୌରଭ ରାଜପୁତଙ୍କୁ ବିଭତ୍ସ ଭାବେ ହତ୍ୟା କରି ତାଙ୍କ ମୃତଦେହକୁ ଏକ ନୀଳ ଡ୍ରମରେ ଲୁଚାଇ ରଖିଥିବା ମାମଲାରେ ମୀରଟ ଜେଲରେ ଥିବା ଅଭିଯୁକ୍ତ ମୁସକାନ ସୋମବାର ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ପ୍ରସବ ଯନ୍ତ୍ରଣା ବଢ଼ିବାରୁ ମୁସକାନଙ୍କୁ ରବିବାର ରାତି ପ୍ରାୟ ୧୧:୩୦ରେ ଲାଲା ଲଜପତ ରାୟ ସ୍ମାରକୀ ମେଡିକାଲ କଲେଜକୁ ଅଣାଯାଇଥିଲା। ପ୍ରସୂତି ବିଭାଗର ମୁଖ୍ୟ ଡ. ଶକୁନ ସିଂହ କହିଛନ୍ତି ଯେ ନବଜାତକର ଓଜନ ୨.୪ କିଲୋଗ୍ରାମ ଏବଂ ଡାକ୍ତରମାନେ ସଫଳତାର ସହ ସ୍ୱାଭାବିକ ପ୍ରସବ କରାଇଛନ୍ତି। ମାଆ ଓ ଶିଶୁ ଉଭୟ ସୁସ୍ଥ ଅଛନ୍ତି।

ମୀରଟର ଇନ୍ଦିରାନଗର ସ୍ଥିତ ସୌରଭଙ୍କ ଘରେ ମାର୍ଚ୍ଚ ୪ ତାରିଖ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିଲା। ମୁସକାନ ଏବଂ ତାଙ୍କ କଥିତ ପ୍ରେମିକ ସାହିଲ ଶୁକ୍ଳା ନିଶା ଦେଇ ସୌରଭଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସେମାନେ ସୌରଭଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି, ମୁଣ୍ଡ ଓ ହାତକୁ କାଟି, ସିମେଣ୍ଟ ଭର୍ତ୍ତି ଏକ ନୀଳ ଡ୍ରମରେ ଲୁଚାଇ ଦେଇଥିଲେ।

ଜେଲ ଅଧୀକ୍ଷକ କହିଛନ୍ତି ଯେ ମୁସକାନଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି, କିନ୍ତୁ କେହିବି ଡାକ୍ତରଖାନାକୁ ଆସିନାହାଁନ୍ତି। ଯଦିଓ ମୁସ୍କାନର ଏବେ ସାରା ଜୀବନ ଜେଲ୍ରେ ବିତିବ , କିନ୍ତୁ ଜ୍ୟୋତିଷଙ୍କ ଅନୁସାରେ, ତାର ଏହି ଝିଅ ଜୀବନରେ ପ୍ରତି କ୍ଷେତ୍ରରେ ପ୍ରଗତି କରିବ ଏବଂ ସଦ୍ଭାବ ଓ ସାହସର ଉଦାହରଣ ସାଜିବ। ଦଶମ ଗୃହରେ ଶନି, ଦ୍ୱିତୀୟରେ ଉଚ୍ଚ ଗୁରୁ ଓ ପଞ୍ଚମରେ ବୁଧ-ଶୁକ୍ରର ଯୋଗ ଏହାକୁ ଅତ୍ୟନ୍ତ ଭାଗ୍ୟଶାଳୀ କରିଥାଏ। ଏହି ଶିଶୁକନ୍ୟା ଆତ୍ମବିଶ୍ୱାସୀ , ସାହସୀ ଓ ବିଜୟ ପ୍ରାପ୍ତ କରିବା ଯୋଗ୍ୟ ହେବ।

Powered by Froala Editor

Tags muskan

Related articles Odisha News Lens 4.1

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ
    ବିଶେଷ

    ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15292
    Apr 06, 2026
  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ
    ମନୋରଞ୍ଜନ

    ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ

    14343
    Apr 07, 2026
  • ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା
    ଦେଶ-ଦେଶାନ୍ତର

    ଖାଦ୍ୟ, ପେଟ୍ରୋଲ ପରେ ମହଙ୍ଗା ହେବ କପଡ଼ା

    14422
    Apr 07, 2026
  • ପିଏଫ୍ ଜମା ଉଠାଇବା ଏବେ ହୋଇଗଲା ଆହୁରି ସହଜ, ଜାଣନ୍ତୁ କେମିତି?
    ଦେଶ-ଦେଶାନ୍ତର

    ପିଏଫ୍ ଜମା ଉଠାଇବା ଏବେ ହୋଇଗଲା ଆହୁରି ସହଜ, ଜାଣନ୍ତୁ କେମିତି?

    15391
    Apr 07, 2026
  • ସୁସ୍ଥ ରହିବା ପାଇଁ ପ୍ରୟାସ କରିବାକୁ ଆହ୍ୱାନ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ସୁସ୍ଥ ରହିବା ପାଇଁ ପ୍ରୟାସ କରିବାକୁ ଆହ୍ୱାନ ଦେଲେ ମୋଦୀ

    14179
    Apr 07, 2026
  • ଏହି ଦୁଇ କଲେଜକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଏହି ଦୁଇ କଲେଜକୁ ବୋମା ଧମକ

    15362
    Apr 06, 2026
  • ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ କୌର ସିଦ୍ଧୁ
    ଦେଶ-ଦେଶାନ୍ତର

    ‘ଭାରତୀୟ ରାଷ୍ଟ୍ରବାଦୀ ପାର୍ଟି’ରେ ନବଜୋତ କୌର ସିଦ୍ଧୁ

    14103
    Apr 07, 2026
  • ପଶ୍ଚିମବଙ୍ଗ ଭୋଟର ତାଲିକା ସମ୍ପର୍କରେ ଆସିଲା ବଡ଼ ଅପଡେଟ୍, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଭୋଟର ତାଲିକା ସମ୍ପର୍କରେ ଆସିଲା ବଡ଼ ଅପଡେଟ୍, ଜାଣନ୍ତୁ କ’ଣ ?

    13999
    Apr 07, 2026
  • ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ

    13611
    Apr 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ

    13611
    Apr 07, 2026
  • ଦେଶ-ଦେଶାନ୍ତର

    ଏହି ଦୁଇ କଲେଜକୁ ବୋମା ଧମକ

    15362
    Apr 06, 2026
  • ଦେଶ-ଦେଶାନ୍ତର

    ପିଏଫ୍ ଜମା ଉଠାଇବା ଏବେ ହୋଇଗଲା ଆହୁରି ସହଜ, ଜାଣନ୍ତୁ କେମିତି?

    15391
    Apr 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17403
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17462
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17813
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16290
    Apr 03, 2021

ବିଶେଷ

  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15292
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14112
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15456
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14664
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16063
    Mar 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15316
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15045
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15550
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13846
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାରିବାରିକ କଳହରୁ ଆତ୍ମହତ୍ୟା କଲେ ଅଭିନେତ୍ରୀ

    14343
    Apr 07, 2026
  • ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡ

    13752
    Apr 07, 2026
  • ଆମେରିକା ସେନା ଗୋଟିଏ ରାତିରେ ଇରାନକୁ ଶେଷ କରିଦେବ: ଟ୍ରମ୍ପ

    13611
    Apr 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In