Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ››ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

2025-11-26 02:59:59
15271
Share:
Facebook
Twitter
E-Mail
WhatsApp
Telegram
ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

ଆଜିକାଲି ଗ୍ୟାସ (ଗ୍ୟାଷ୍ଟିକ) ସମସ୍ୟା ଏକ ସାଧାରଣ ରୋଗ ପାଲଟିଗଲାଣି। ସାମାନ୍ୟ ଅସାବଧାନତା ଏପରି ସମସ୍ୟାକୁ ଡାକି ଆଣିଥାଏ। ସାନଠାରୁ ବଡ ପର୍ୟ୍ୟନ୍ତ ସମସ୍ତ ଏହି ସମସ୍ୟାରେ ପଡିଥାନ୍ତି। ସାମାନ୍ୟ ସାବଧାନତା ଅବଲମ୍ବନ କଲେ ଏଥିରୁ ମୁକ୍ତି ମିଳିପାରିବ।

ଗ୍ୟାଷ୍ଟିକ କ’ଣ

ଗ୍ୟାଷ୍ଟିକ୍ ହେଉଛି ଏକ ବାୟୁ ଜନିତ ସମସ୍ୟା। ଏହା ପାକସ୍ଥଳୀରେ ଦେଖାଦେଇଥାଏ। ପାକସ୍ଥଳୀରେ ଆବଶ୍ୟକତା ଠାରୁ ଅଧିକ ଏସିଡ୍ (ଅମ୍ଲ) କ୍ଷରିତ ହେଲେ ଗ୍ୟାଷ୍ଟିକ ଦେଖାଦେଇଥାଏ। ଗ୍ୟାଷ୍ଟିକ ଦୁଇ ପ୍ରକାର ଆକ୍ୟୁଟ୍ ଏବଂ କ୍ରୋନିକ୍। ଆକ୍ୟୁଟ ଜନିତ ସମସ୍ୟା ଦେଖା ଦେଲେ କମ୍ ସମୟ ମଧ୍ୟରେ ରୋଗୀ ଯନ୍ତ୍ରଣାରୁ ଉପଶମ ହୋଇଯାଇଥାଏ। ମାତ୍ର କ୍ରନିକ୍ ଗ୍ୟାଷ୍ଟିକ ସମସ୍ୟା ହେଲେ ଏହା ପାକସ୍ଥଳୀରେ ‘ଘା’ ସୃଷ୍ଟି କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ଗ୍ୟାଷ୍ଟିକର କାରଣ

କେତେକ ଖାଦ୍ୟ ରହିଛି ଯାହା ପେଟରେ ଅଧିକ ଏସିଡ୍ ସୃଷ୍ଟି କରିଥାଏ। ଡ୍ରଗ୍ସ, ଧୂମପାନ, ମଦ୍ୟପାନ କରିଥବା ଲୋକେ ଅଧିକ ଏପରି ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି ।

ଗ୍ୟାଷ୍ଟିକର ଲକ୍ଷଣ

ଗ୍ୟାଷ୍ଟିକ ହେବାର କେତୋଟି  ପ୍ରାରମ୍ଭିକ ଲକ୍ଷଣ ରହିଛି । ଏପରି ସମସ୍ୟା ଦେଖାଦେଲେ ବାନ୍ତି ଲାଗେ, ବାନ୍ତି ହୁଏ, ହଜମ ଠିକ୍ ଭାବରେ ହୋଇ ନ ଥାଏ । ଏହାସହ ମୁଣ୍ଡ ବୁଲାଇବା ସହ ଦୁର୍ବଳ ଲାଗିଥାଏ ।

ଗ୍ୟାଷ୍ଟିକର ମୁକାବିଲା

ଗ୍ୟାଷ୍ଟିକରୁ ରକ୍ଷା କରିବା ପାଇଁ କେତୋଟି ବିଷୟ ପ୍ରତି ସ୍ୱତନ୍ତ୍ର ଭାବରେ ଧ୍ୟାନ ଦେବା ଜରୁରୀ। ମସଲା  ଜାତୀୟ ଖାଦ୍ୟ, ଫାଷ୍ଟଫୁଡ୍ ଜାତୀୟ ଖାଦ୍ୟ ଯେତେ କମ୍ ଖାଇବେ ସେତେ ଭଲ। କେତେକ ଲୋକ ଲୋଭରେ ଆବଶ୍ୟକଠାରୁ ଅଧିକ ପରିମାଣରେ ଖାଇଥାଆନ୍ତି । ଏହା ଗ୍ୟାଷ୍ଟିକ ସୃଷ୍ଟି କରିଥାଏ। ତେଣୁ ସବୁ ସମୟରେ ଖାଇବା ଉପରେ ସବୁବେଳେ ନିୟନ୍ତ୍ରଣ ରଖନ୍ତୁ। ରାତିରେ ଶୋଇବା ପୂର୍ବରୁ ଅଧିକ ଖାଆନ୍ତୁ ନାହିଁ। ନିଶା ଦ୍ରବ୍ୟ ସେବନଠାରୁ ନିଜକୁ ଦୂରେଇ ରଖନ୍ତୁ। ଫ୍ୟାଟ ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ପ୍ରତିଦିନ ଆବଶ୍ୟକ ମୁତାବକ ପାଣି ପିଅନ୍ତୁ। ଯଦି ଏହି ସମସ୍ୟା ଅଧିକ ହେଲା ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଆନ୍ତୁ। 

Powered by Froala Editor

Tags Gastric problem

Related articles Odisha News Lens 4.1

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15083
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15340
    Feb 24, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15155
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15207
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14387
    Feb 24, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15459
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13481
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15012
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14722
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14722
    Feb 23, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15340
    Feb 24, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15083
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15459
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16101
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14500
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15268
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15984
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13481
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14722
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14387
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In