ଆଜି ବାତ୍ୟା ରୂପ ନେଲା ସୃଷ୍ଟ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର: ମାଲାକ୍କା ସମୁଦ୍ର ଅଞ୍ଚଳ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେବା ପରେ ଆଜି ବାତ୍ୟା ରୂପ ନେଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହୋଇଛି । ସୃଷ୍ଟି ହୋଇଥିବା ବାତ୍ୟା ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି ।
Powered by Froala Editor