Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

Home ›› ››ବର୍ଷା ଆଶଙ୍କା ଦୂର, ୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

ବର୍ଷା ଆଶଙ୍କା ଦୂର, ୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

2025-11-29 15:36:41
14077
Share:
Facebook
Twitter
E-Mail
WhatsApp
Telegram
ବର୍ଷା ଆଶଙ୍କା ଦୂର,  ୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

ଉପରମୁହାଁ ହେବ ରାତି ତାପମାତ୍ରା । ପ୍ରକାରାନ୍ତରେ କହିବାକୁ ଗଲେ ଏହି ସମୟରେ ଓଡ଼ିଶାରେ ଥଣ୍ଡାର ପ୍ରକୋପ କମ୍ ରହିବ। ତେବେ ଭାରତୀୟ ପାଣିପାଗ ବିଭାଗ (IMD) ସତର୍କ କରାଇ ଦେଇଛି ଯେ ଡିସେମ୍ବର ୫ ପରେ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରାରେ ପୁଣି ହ୍ରାସ ଘଟିବ, ଯାହା ରାଜ୍ୟର ଅଧିକାଂଶ ସ୍ଥାନରେ ରେକର୍ଡ କରାଯାଇଥିବା ଗରମ ରାତିର ଏକ ସଂକ୍ଷିପ୍ତ ଅବଧିକୁ ବଦଳାଇ ଦେବ। 

ଗତ କିଛିଦିନ  ଧରି ଲାଗି ରହିଥିବା ବର୍ଷା ଆଶଙ୍କା ଦୂର ହୋଇଛି । ଆସନ୍ତା  ୬ ଦିନ ପର୍ଯ୍ୟନ୍ତ ବର୍ଷାର କୌଣସି ସମ୍ଭାବନା ନାହିଁ । ପାଗ  ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନରେ କୁହାଯାଇଛି । ଆସନ୍ତା ୪ ଦିନ ଭିତରେ ରାଜ୍ୟରେ ସର୍ବନିମ୍ନ  ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ।

ପାଣିପାଗ ବିଭାଗ କହିଛି ଯେ ବଙ୍ଗୋପସାଗର ଉପରେ ଦୁଇଟି ସକ୍ରିୟ ପ୍ରଣାଳୀରୁ ଆର୍ଦ୍ରତା ପ୍ରବେଶ ଯୋଗୁଁ ଅନେକ ଜିଲ୍ଲାରେ ପ୍ରାୟ ଦୁଇରୁ ତିନି ଡିଗ୍ରିର କ୍ଷଣସ୍ଥାୟୀ ବୃଦ୍ଧି ଘଟିଛି ଏବଂ ଡିସେମ୍ବର ପ୍ରଥମ ସପ୍ତାହରେ ଶୀତ ପୁଣି ଥରେ ଶକ୍ତିଶାଳୀ ହେବା ପରେ ଏହି ଲାଭ ହରାଇବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଶ୍ରୀଲଙ୍କା ଉପକୂଳ ନିକଟରେ ଦୁଇଟି ସକ୍ରିୟ ପାଗ ପ୍ରଣାଳୀର ଉପସ୍ଥିତିକୁ ରାତିର ତାପମାତ୍ରାରେ ସମ୍ପ୍ରତି ବୃଦ୍ଧି ପାଇଁ ଆଇଏମଡି ଦାୟୀ କରିଛି।

ଗତ ୨/୩ ଦିନ ହେବ ରାଜ୍ୟରେ ଶୀତ ବଢ଼ିଛି ।  ଗୁରୁବାର ରାତିରେ ଜି.ଉଦୟଗିରି ପୂରା କାଲୁଆ ପାଲଟି  ଯାଇଥିଲା । ପାରଦ ଖସି ପହଞ୍ଚିଥିଲା ୫.୪ ଡିଗ୍ରୀ  ସେଲସିୟସରେ। ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ  ତାପମାତ୍ରା ଥିଲା ୮.୫ ଡିଗ୍ରୀ । ଝାରସୁଗୁଡ଼ା ୯.୨,  ଭବାନୀପାଟଣା ୯.୮, ଅନୁଗୁଳ ୯.୬ ଡିଗ୍ରୀ ଥିଲା ।  ପ୍ରାୟତଃ ତାପମାତ୍ରା ୧୫ ଡିଗ୍ରୀ ଭିତରେ ଥିଲା । ଏପରିକି  କଟକ ୧୩.୨ ଓ ଭୁବନେଶ୍ୱର ୧୪.୩ ଡିଗ୍ରୀ ରେକର୍ଡ  ହୋଇଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା,  ଶନିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ,  କଳାହାଣ୍ଡିରେ ଘନ କୁହୁଡ଼ି ଆଶଙ୍କା ଅଛି ।

Powered by Froala Editor

Tags temperature

Related articles Odisha News Lens 4.1

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14043
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13505
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14051
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14711
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15398
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15045
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15360
    Mar 31, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15528
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14484
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14051
    Mar 30, 2026
  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15360
    Mar 31, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13505
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15360
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15045
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16106
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15373
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15484
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14051
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13873
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15360
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In