Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

Home ›› ››ଜେରା ହେବେ ଡିଏଫଓ

ଜେରା ହେବେ ଡିଏଫଓ

2021-07-21 08:17:07
15461
Share:
Facebook
Twitter
E-Mail
WhatsApp
Telegram
ଜେରା ହେବେ ଡିଏଫଓ

ଭୁବନେଶ୍ୱର : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଂଜନ ମହାପାତ୍ରଙ୍କ ମୃତୁ୍ୟ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାରେ ରହିଛି  । ତାଙ୍କର ମୃତୁ୍ୟ ଏକ ଦୁର୍ଘଟଣା ନା ସୁପରିକଳ୍ପିତ ହତ୍ୟାକାଣ୍ଡ ତାହାକୁ ନେଇ ଛାନଭିନ ଜାରିରହିଛି  । ଏସବୁ ଭିତରେ ଡିଏଫଓଙ୍କ ଭୂମିକାକୁ ନେଇ ସୌମ୍ୟଙ୍କ ପରିବାରବର୍ଗ ସନେ୍ଦହ ପ୍ରକାଶ କରିଛନ୍ତି  । ଏପରିକି ଏତଲାରେ ବି ଡିଏଫଓଙ୍କ ନାମ ରହିଛି  । ତେଣୁ ଠିକ ସମୟରେ ଡିଏଫଓଙ୍କୁ ବି ପଚରାଉଚରା କରାଯିବ ବୋଲି ଗଜପତି ଏସପି ତପନ ପଟ୍ଟନାୟକ ସୂଚନା ଦେଇଛନ୍ତି  ।

ଶ୍ରୀ ପଟ୍ଟନାୟକ କହିଛନ୍ତିଯେ, ଠିକ ବାଟରେ ତଦନ୍ତ ଜାରିରହିଛି  । ଏପର୍ଯ୍ୟନ୍ତ ପୋଷ୍ଟମର୍ଟମ ରିପୋର୍ଟ ଆସିପାରିନାହିଁ  । ଅପରପକ୍ଷରେ ମୃତୁ୍ୟକାଳୀନ ଜମାନବନ୍ଦୀର ଭିଡ଼ିଓ ମଧ୍ୟ ରହିଛି  । ପୋଷ୍ଟମର୍ଟମ ରିପୋର୍ଟ ଓ ଜମାନବନ୍ଦୀ ରେକଡର଼୍କୁ ଅନୁଧ୍ୟାନ କରାଯିବ  । ଏହା ଏକ ଜଟିଳ ମାମଲା ହୋଇଥିବାରୁ ସବୁ ଦିଗରୁ ପୁଲିସ ତଦନ୍ତ କରୁଛି  । ପୁଲିସକୁ ସହଯୋଗ କରିବା ପାଇଁ କ୍ରାଇମବ୍ରାଂଚର ବି ଏକ ଟିମ ଆସିଛି  । ସେଥିରେ ସାଇବର ଏକ୍ସପର୍ଟ ମଧ୍ୟ ରହିଛନ୍ତି ବୋଲି ଏସପି କହିଛନ୍ତି  ।
ଅପରପକ୍ଷରେ ସନେ୍ଦହ ଘେରକୁ ଆସିଛନ୍ତି ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡା । ସେ କେଉଁ ପରିସ୍ଥିତିରେ ସେଠାକୁ ଆସିଥିଲେ, ଆମ୍ବୁଲାନ୍ସ କିଭଳି ଆସିଲା ସେନେଇ ବି ତାଙ୍କୁ ପଚରାଉଚରା କରାଯିବ ବୋଲି ଏସପି କହିଛନ୍ତି  । ମମତାଙ୍କୁ ସେଠାକୁ ଯିବା ପାଇଁ ବିଭାଗୀୟ ନିଦେ୍ର୍ଧଶ ନଥିଲା ବୋଲି ପୁଲିସ ଏସପି ସ୍ପଷ୍ଟ କରିଛନ୍ତି  ।

Powered by Froala Editor

Tags Acf soumya

Related articles Odisha News Lens 4.1

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ
    ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14464
    Jun 15, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14683
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15202
    Jun 16, 2026
  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13460
    Jun 15, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14421
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14607
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14474
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14048
    Jun 15, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14314
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14314
    Jun 16, 2026
  • ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13460
    Jun 15, 2026
  • ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14421
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14474
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14183
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15027
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13629
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15512
    Jun 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14042
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14464
    Jun 15, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14474
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14421
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In