Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

Home ›› ››ସାହିତ୍ୟ ଉତ୍ସବ-୨୦୨୫: ଅଭିଭାଷଣ ରଖିବେ ମୁଖ୍ୟମନ୍ତ୍ରୀ

ସାହିତ୍ୟ ଉତ୍ସବ-୨୦୨୫: ଅଭିଭାଷଣ ରଖିବେ ମୁଖ୍ୟମନ୍ତ୍ରୀ

2025-11-30 10:33:43
14159
Share:
Facebook
Twitter
E-Mail
WhatsApp
Telegram
ସାହିତ୍ୟ ଉତ୍ସବ-୨୦୨୫: ଅଭିଭାଷଣ ରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସୋଆ ପରିଚାଳିତ ସେଣ୍ଟର୍ ଫର୍ ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ୍ ରେଷ୍ଟୋରେସନ୍ ଅଫ୍ ଏନ୍‌ସିଏଣ୍ଟ କଲ୍ଚର୍ ଆଣ୍ଡ୍ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ସୋଆ ଅଡିଟୋରିୟମ୍ କ୍ୟାମ୍ପସ୍-୨ରେ ଆୟୋଜିତ ଦୁଇଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫ର ରବିବାର ଦ୍ୱିତୀୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାହିତ୍ୟିକମାନଙ୍କୁ ଉତ୍ସାହିତ କରିବା ସହ ଅଭିଭାଷଣ ରଖିବେ । କାର୍ୟ୍ୟକ୍ରମରେ ସୋଆ ଉପକୁଳପତି ପ୍ରଫେସର ଡ. ପି.କେ. ପାତ୍ର ଅଧ୍ୟକ୍ଷତା କରିବେ । ସୋଆ ପ୍ରାଚୀନର ମୁଖ୍ୟ ପ୍ରଫେସର ଗାୟତ୍ରୀବାଳା ପଣ୍ଡା ଓ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ରହିବେ । ଏହି ଅବସରରେ ଓଡ଼ିଆ ଯୁବ କବି ଓ ଲେଖକ ସୂର୍ୟ୍ୟସ୍ନାତ ତ୍ରିପାଠୀଙ୍କୁ ‘ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫’ରେ ସମ୍ମାନିତ କରାଯିବ ।

ବର୍ଷା ପ୍ରକାଶନୀ ଦ୍ୱାରା ୨୦୨୪ରେ ପ୍ରକାଶିତ ଶ୍ରୀ ତ୍ରିପାଠୀଙ୍କର କ୍ଷୁଦ୍ର ଗଳ୍ପ ସଙ୍କଳନ "ଠିଆ ପୁଚି ନାରଙ୍ଗ' ନିମନ୍ତେ ବିଚାରକ ମଣ୍ଡଳୀ ସର୍ବସମ୍ମତି କ୍ରମେ ତାଙ୍କ ନାମକୁ ପୁରସ୍କାର ନିମନ୍ତେ ମନୋନୀତ କରିଛନ୍ତି । ଏହି ସଙ୍କଳନରେ ୧୨ଟି ଗଳ୍ପ ରହିଛି । ଯେଉଁଥିରେ ଲେଖକ ମଣିଷର ମନସ୍ତତ୍ତ୍ୱ ଏବଂ ସମସାମୟିକ ଅନୁଭୂତିର ନିଚ୍ଛକ ପରିପ୍ରକାଶ କରିଛନ୍ତି । 

Powered by Froala Editor

Tags Cm

Related articles Odisha News Lens 4.1

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15371
    Mar 31, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14722
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14062
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14495
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13884
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13516
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14054
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15056
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15410
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13516
    Mar 30, 2026
  • ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15371
    Mar 31, 2026
  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14062
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15371
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15056
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16107
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15374
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15485
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15410
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13884
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15371
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In